Tuesday, April 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆମରଣ ଅନଶନରେ ଶତାଧିକ ଛାତ୍ରଛାତ୍ରୀ, ଛାତ୍ରଛାତ୍ରୀଙ୍କୁ ଭେଟିଲେ ବିଧାୟୀକା ବର୍ଷା ସିଂ ବରିହା

by ସଞ୍ଜୟ ସ୍ୱାଇଁ
May 24, 2025
in State
ଆମରଣ ଅନଶନରେ ଶତାଧିକ ଛାତ୍ରଛାତ୍ରୀ, ଛାତ୍ରଛାତ୍ରୀଙ୍କୁ ଭେଟିଲେ ବିଧାୟୀକା ବର୍ଷା ସିଂ ବରିହା
65
VIEWS
Share on FacebookShare on Twitter

ବରଗଡ, (ବାଘୁଆବାର୍ତ୍ତା): ADM ଅଫିସ ସମ୍ମୁଖରେ ଆମରଣ ଅନଶନରେ ଶତାଧିକ ଛାତ୍ରଛାତ୍ରୀ । CBSE ପରୀକ୍ଷା ଫଳ ପ୍ରକାଶିତ ନହେବାରୁ ଅସନ୍ତୋଷ ପ୍ରକାଶ କରିବା ସହ ହରତାଳରେ ବସିଛନ୍ତି । ସୂଚନା ଅନୁସାରେ CBSE ପରୀକ୍ଷା ଫଳ ଗତ ମେ ୧୩ ତାରିଖରୁ ପ୍ରକାଶ ପାଇସାରିଛି । କିନ୍ତୁ CBSE ପରିଚାଳିତ ଉପଖଣ୍ଡ ପଦ୍ମପୁରର ୬ଟି ବିଦ୍ୟାଳୟର ଦଶମ ଓ ଦ୍ଵାଦଶ ଶ୍ରେଣୀର ୧ ହଜରା ୧୮୫ ଜଣ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ଦୀର୍ଘ ୧୧ ଦିନ ବିତି ଯାଇଥିଲେ ସୁଦ୍ଧା ପ୍ରକାଶ ପାଇନି । ଯାହାକୁ ନେଇ ଛାତ୍ରଛାତ୍ରୀ ଓ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି । ଯୁକ୍ତ ଦୁଇ ଓ ଯୁକ୍ତ ତିନି ନାମଲେଖା ପାଇଁ ଅଳ୍ପ ଦିନ ଥିବାବେଳେ ପରୀକ୍ଷା ଫଳ ପ୍ରକାଶିତ ନ ହେବାକୁ ନେଇ ଛାତ୍ରଛାତ୍ରୀଙ୍କ ଭବିଷ୍ୟତକୁ ନେଇ ଆଶଙ୍କା ପ୍ରକାଶ ପାଇଛି । ଏଭଳି ସ୍ଥିତିରେ ଛାତ୍ରଛାତ୍ରୀ କଣ କରିବେ ? ବାଧ୍ୟ ହୋଇ ଆମରଣ ଅନଶନରେ ବସିଛନ୍ତି । ଯେ ପର୍ଯ୍ୟନ୍ତ ଏହାର କିଛି ସମାଧାନର ବାଟ ନଫିଟିବ ଅନଶନ ଜାରି ରହିବ ବୋଲି ଚେତାବନୀ ଦେଇଛନ୍ତି ଛାତ୍ରଛାତ୍ରୀ । ଅନ୍ୟପଟେ ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା ଛାତ୍ରଛାତ୍ରୀଙ୍କୁ ଭେଟିବା ସହ ପ୍ରଶାସନିକ ଅବହେଳା ଉପରେ ଅସନ୍ତୋଷ ପ୍ରକାଶ କରିଛନ୍ତି । କାହା ଚାପରେ ଉପଖଣ୍ଡ ପଦ୍ମପୁରର ଛାତ୍ରଛାତ୍ରୀଙ୍କ ଆସିନି ରେଜଲ୍ଟ କରିଛନ୍ତି ପ୍ରଶ୍ନ ।

ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

April 28, 2026
ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!