Tuesday, April 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କେନ୍ଦୁଝର କୋର୍ଟରେ ହାଜର ହେଲେ ରାଜା ଚକ୍ର

by ସଞ୍ଜୟ ସ୍ୱାଇଁ
May 24, 2025
in State
କେନ୍ଦୁଝର କୋର୍ଟରେ ହାଜର ହେଲେ ରାଜା ଚକ୍ର
22
VIEWS
Share on FacebookShare on Twitter

କେନ୍ଦୁଝର, (ବାଘୁଆବାର୍ତ୍ତା): କେନ୍ଦୁଝର ଏସ୍ଡିଜେଏମ୍ କୋର୍ଟରେ ହାଜର ହେଲେ ରାଜା ଚକ୍ର । ତାଙ୍କ ସହ ଅନ୍ୟ ଦୁଇ ସହଯୋଗୀ ମଧ୍ୟ କୋର୍ଟରେ ହାଜର ହୋଇଛନ୍ତି । ଅନ୍ୟ ଏକ ମାମଲାରେ ରିମାଣ୍ଡରେ ନେଇପାରେ କ୍ରାଇମବ୍ରାଞ୍ଚ । ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସୀ ଅର୍ଥ ହେରଫେର ନେଇ ଏପ୍ରିଲ ୨୦୨୫ରେ ଲୋଡିଂ ଏଜେନ୍ସୀର ସଦସ୍ୟ ସୁଶାନ୍ତ ବାରିକ ସଦର ଥାନାରେ ଏକ ଅଭିଯୋଗ କରିଥିଲେ । ଏହାକୁ ନେଇ ସଦର ଥାନା ପକ୍ଷରୁ ଏକ ମାମଲା ରୁଜୁ ହୋଇଥିଲା । ପରେ ଏହି ମାମଲାଟିକୁ ସିଆଇଡି-ସିବିକୁ ହସ୍ତାନ୍ତର ହୋଇଥିଲା । ଏ ନେଇ ଇଓଡବ୍ଲୁ ପଞ୍ଝାରେ ଥିବା ରାଜା ଚକ୍ରଙ୍କୁ ସ୍ୱତନ୍ତ୍ର ସୁରକ୍ଷା ବଳୟ ଭିତରେ ଆଣି କେନ୍ଦୁଝର ଏସ୍ଡିଜେଏମ୍ କୋର୍ଟରେ ହାଜର କରିଛି ଇଓଡବ୍ଲୁ । ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସୀ ଅର୍ଥ ହେରଫେର ମାମଲାରେ ଜେଲ୍ରେ ଅଛନ୍ତି ରାଜା ଚକ୍ର ।

ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

April 28, 2026
ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!