Tuesday, April 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ନାନଯାତ୍ରା ପ୍ରସ୍ତୁତି ନେଇ ପୁରୀ ପ୍ରଶାସନର ବୈଠକ

by ସଞ୍ଜୟ ସ୍ୱାଇଁ
May 24, 2025
in State
ସ୍ନାନଯାତ୍ରା ପ୍ରସ୍ତୁତି ନେଇ ପୁରୀ ପ୍ରଶାସନର ବୈଠକ
12
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ସ୍ନାନଯାତ୍ରା ପ୍ରସ୍ତୁତି । ସ୍ନାନଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ପ୍ରଶାସନ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ। ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ସଦ୍ଭାବନା ଗୃହରେ ବସିଥିଲା ବୈଠକ । ଏହି ବୈଠକରେ ପୁରୀ ଏସ୍ପିଙ୍କ ସହ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ । ଆସନ୍ତା ଜୁନ୍ ୧୧ ତାରିଖରେ ସ୍ନାନ ଯାତ୍ରା ଅନୁଷ୍ଠିତ ହେବ । ତାପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନ ଡାକିଥିଲା ଗୁରୁତ୍ୱପୂର୍ଣ୍ଣ ବୈଠକ । ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏସ୍ପି , ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀ, ଅଲାରନାଥ ସେବାୟତ ସାମିଲ ଥିଲେ। ବୈଠକରେ ମହାପ୍ରଭୁଙ୍କ ଅଣସର ନୀତି ସମୟରେ ପ୍ରଭୁ ଅଲାରନାଥଙ୍କ ମନ୍ଦିରରେ କିପରି ଶୃଙ୍ଖଳିତ ନୀତିକାନ୍ତି ହେବ, ସେନେଇ ଆଲୋଚନା ହୋଇଛି । ଭକ୍ତଙ୍କୁ ଶୃଙ୍ଖଳିତ ଦର୍ଶନ ଓ ସୁବିଧା ପାଇଁ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଭକ୍ତଙ୍କ ସୁରକ୍ଷା ପାଇଁ ପୋଲିସ ଫୋର୍ସ ସହ ଟ୍ରାଫିକ୍ ନିୟନ୍ତ୍ରଣ ପାଇଁ ୮ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି ।

ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

April 28, 2026
ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!