Tuesday, April 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

‘ଜାତି ଭିତ୍ତିକ ଜନ ଗଣନା ଜରୁରୀ : ଭର୍ତ୍ତୃହରି

by ସଞ୍ଜୟ ସ୍ୱାଇଁ
May 24, 2025
in State
‘ଜାତି ଭିତ୍ତିକ ଜନ ଗଣନା ଜରୁରୀ :  ଭର୍ତ୍ତୃହରି
24
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ଜାତି ଭିତ୍ତିକ ଜନ ଗଣନା ଦ୍ୱାରା ଅନେକ ଦ୍ୱନ୍ଦ୍ୱ ଦୂର ହେବ। ଏହା କହିଛନ୍ତି କଟକ ସାଂସଦ ଭର୍ତ୍ତୃହରି ମହତାବ। ଯେହେତୁ ଜାତି ଆଧାରରେ ରାଜ୍ୟ ଏବଂ କେନ୍ଦ୍ର ନିଜ ନିଜ ସ୍ତରରେ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିଛନ୍ତି, ଏହା ଅନେକ ସମୟରେ ସମସ୍ୟା ସୃଷ୍ଟି କରୁଛି। ବେଳେ ବେଳେ ଜାତିକୁ ନେଇ ପ୍ରସ୍ତୁତ ହୋଇଥିବା ସରକାରୀ ତାଲିକାକୁ ନେଇ ମଧ୍ୟ ଦ୍ୱନ୍ଦ୍ୱ ରହୁଛି। ଆଗକୁ ସେଭଳି ସମସ୍ୟା ଦୂର କରିବା ଲାଗି ଜାତି ଭିତ୍ତିକ ଜନ ଗଣନା ହେବା ଜରୁରୀ ଥିଲା ବୋଲି କହିଛନ୍ତି ଦେଉଛନ୍ତି ଭର୍ତ୍ତୃହରି। ସୂଚନାଯୋଗ୍ୟ, ଦେଶରେ ଦୀର୍ଘ ବର୍ଷ ଧରି ଜାତିଗତ ଜନଗଣନା ନେଇ ରାଜନୀତି ଚାଲି ଆସିଛି। ଏପ୍ରିଲ ମାସ ଶେଷ ଆଡ଼କୁ କେନ୍ଦ୍ର ସରକାର ଦେଶରେ ଜାତିଗତ ଜଣଗଣନା କରିବେ ବୋଲି ବଡ଼ ଘୋଷଣା କରିଛନ୍ତି। କେନ୍ଦ୍ରର ଏହି ଘୋଷଣା ପରେ ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ଶ୍ରେୟ ପାଇଁ ପ୍ରତିଯୋଗିତା ଆରମ୍ଭ ହୋଇଯାଇଛି। କଂଗ୍ରେସ ନିଜ ସରକାର ଅମଳରେ ଜାତିଗତ ଗଣନାକୁ ସମର୍ଥନ କରିଥିଲେ ବି ଏହାକୁ ଲାଗୁ କରି ପାରି ନଥିଲା।

ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

April 28, 2026
ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!