Tuesday, April 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନାବାଳିକା ଛାତ୍ରୀଙ୍କୁ ଦୁଷ୍କର୍ମ, ୨୦ ବର୍ଷ ଜେଲ୍

by ସଞ୍ଜୟ ସ୍ୱାଇଁ
May 24, 2025
in Crime, State
ନାବାଳିକା ଛାତ୍ରୀଙ୍କୁ ଦୁଷ୍କର୍ମ, ୨୦ ବର୍ଷ ଜେଲ୍
37
VIEWS
Share on FacebookShare on Twitter

ଝାରସୁଗୁଡ଼ା, (ବାଘୁଆବାର୍ତ୍ତା): ଟ୍ୟୁସନରେ ପଢିଲେ ପିଲା ଆହୁରି ଭଲ ପାଠ ପଢିବ ଏବଂ ଭଲ ନମ୍ବର ରଖିବ। ଏହି ଆଶା ନେଇ ଛାତ୍ର-ଛାତ୍ରୀ ଟ୍ୟୁସନ ଯାଇଥାନ୍ତି। ହେଲେ କିଏ ଜାଣିଥିଲା ଏମିତି ଜଣେ ଟ୍ୟୁସନ ସାର ରାକ୍ଷସ ପାଲଟିବ ଏବଂ ଛାତ୍ରୀଙ୍କୁ ଦୁଷ୍କର୍ମ କରିବ। ଏମିତି ଏକ ଘଟଣା ଘଟିଛି ଝାରସୁଗୁଡ଼ା ଜିଲ୍ଲାରେ। ନାବାଳିକା ଛାତ୍ରୀଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗରେ ଅଭିଯୁକ୍ତ ଟ୍ୟୁସନ ସାର ଦୋଷୀ ସାବ୍ୟସ୍ତ ହୋଇଛି। ୨୦ ବର୍ଷ ସଶ୍ରମ କାରାଦଣ୍ଡ ଏବଂ ୧୦ ହଜାର ଟଙ୍କା ଜରିମାନାରେ ଦଣ୍ଡିତ କରିଛନ୍ତି ଝାରୁସୁଗୁଡ଼ା ଅତିରିକ୍ତ ଜିଲ୍ଲା ଦୌରା ଜଜ କମ ପୋକ୍ସୋ ସ୍ୱତନ୍ତ୍ର କୋର୍ଟ l ଜରିମାନା ଅନାଦେୟ ହେଲେ ଅଧିକ ୧ ବର୍ଷ କାରାଦଣ୍ଡ ଭୋଗିବାକୁ ପଡ଼ିବ। ସୂଚନା ଅନୁଯାୟୀ, ୨୦୨୨ ମସିହାରେ ଏହି ଘଟଣା ଘଟିଥିଲାl ଝାରସୁଗୁଡା ଜିଲ୍ଲା ବଡ଼ମାଲ ଅଞ୍ଚଳରେ ଟିଉସନ ପଢିବାକୁ ସାରଙ୍କ ଘରକୁ ନାବାଳିକା ଛାତ୍ରୀ ଯାଉଥିଲେ। ଏହି ସମୟରେ ଆଶ୍ଳୀଳ ଭିଡିଓ ଦେଖାଇ ନାବାଳିକାକୁ ବଳ ପୂର୍ବକ ଦୁଷ୍କର୍ମ କରିଥିଲେ ଟ୍ୟୁସନ ସାର କିଶୋର ବାଦୀ। ୫୮ଟି ଦସ୍ତାବିଜ ଏବଂ ୨୭ ଜଣଙ୍କ ସାକ୍ଷ ପ୍ରମାଣ ଆଧାର କରି ଦୋଷୀ କୋଶୋର ବାଦୀକୁ ୨୦ ବର୍ଷ ସଶ୍ରମ କରାଦଣ୍ଡ ଏବଂ ୧୦ ହଜାର ଟଙ୍କା ଜରିମାନାରେ ଦଣ୍ଡିତ କରିଛନ୍ତି କୋର୍ଟ l

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!