Tuesday, April 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
May 24, 2025
in Crime, State
ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
24
VIEWS
Share on FacebookShare on Twitter

ଚନ୍ଦନେଶ୍ଵର, (ବାଘୁଆବାର୍ତ୍ତା): ନାଟକ ଦେଖିବାକୁ ଯାଇ ଘରକୁ ଫେରିଲେନି ଯୁବକ । ଘରଠାରୁ ଅଳ୍ପ ଦୂରରେ ଥିବା ବର ଗଛରେ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା ମୃତଦେହ । ମୃତକ ହେଲେ ବାଲେଶ୍ବର ଜିଲ୍ଲା ଭୋଗରାଇ ବ୍ଲକ୍ କୁମ୍ଭୀରମୂଳି ପଞ୍ଚାୟତ ଅଧୀନସ୍ଥ ଚୌକି ଗାଁର ପ୍ରସନ୍ନ ପାତ୍ରଙ୍କ ପୁଅ ଜଗନ୍ନାଥ ପାତ୍ର (୪୮) । ସୂଚନା ମୁତାବକ, ଶୁକ୍ରବାର ସଂଧ୍ୟାରେ ଜଗନ୍ନାଥଙ୍କ ପରିବାର ଲୋକ ଏକ ବିବାହ ଭୋଜି ଖାଇବା ପାଇଁ ଯାଇଥିଲେ । ଏହି ସମୟରେ ଜଗନ୍ନାଥ ଘରେ ଏକାକୀ ଥିଲେ ଏବଂ ପରେ ପାଖ ଗାଁ ରାଇପୁରରକୁ ନାଟକ ଦେଖିବାକୁ ଯାଇଥିଲେ । ହେଲେ ଆଉ ଘରକୁ ଫେରି ନଥିଲେ ଜଗନ୍ନାଥ। ଶନିବାର ସକାଳେ ଘରଠାରୁ ଅଳ୍ପ ଦୂରରେ ଥିବା ଏକ ବର ଗଛରେ ତାଙ୍କର ମୃତଦେହ ଝୁଲୁ ଥିବାର ଗାଁ ଲୋକେ ଦେଖିବାକୁ ପାଇଥିଲେ। ଭୋଗରାଇ ପୁଲିସ୍ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଜଳେଶ୍ବର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇଛି । ଏହାସହିତ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରହିଛି।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!