Friday, April 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାର ଦୁର୍ଘଟଣାରେ ୨ ମୃତ

by ସଞ୍ଜୟ ସ୍ୱାଇଁ
May 25, 2025
in Accident, State
କାର ଦୁର୍ଘଟଣାରେ ୨ ମୃତ
42
VIEWS
Share on FacebookShare on Twitter

ବୁର୍ଲା, (ବାଘୁଆବାର୍ତ୍ତା): ବୁର୍ଲା ଥାନା ଲଡ଼ୁଖାଇ ନିକଟରେ କାର ଦୁର୍ଘଟଣା । କାରରେ ଥିବା ଚାରି ଜଣଙ୍କ ମଧ୍ୟରୁ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ଘଟଣାସ୍ଥଳରେ ଗୋଶାଳା ଫାଣ୍ଡି ପୋଲିସ ପହଞ୍ଚି ମୃତ ଦେହ ଉଦ୍ଧାର କରି ବୁର୍ଲା ମେଡିକାଲକୁ ପଠାଇଛି। ସେହିପରି ଆହତଙ୍କୁ ମେଡିକାଲରେ ଚିକିତ୍ସା କରାଯାଉଛି। ମୃତକ ହେଲେ ଗୋଡଭଗା ଅଞ୍ଚଳର ମନିଷ ଗୁପ୍ତା ଓ ସୁବ୍ରତ ସାହୁ। ସେହିପରି ଆହତ ହେଲେ ସୌରଭ ଗୁପ୍ତା ଏବଂ ଆକାଶ ପଟ୍ଟନାୟକ। ବିଳମ୍ବିତ ରାତିରେ ଏକ କାରରେ ସମସ୍ତେ ସମ୍ବଲପୁରରୁ ଗୋଡ଼ଭଗା ଅଭିମୁଖେ ଫେରୁଥିବା ବେଳେ ଲଡୁଖାଇ ନିକଟରେ ଭାରସାମ୍ୟ ହରାଇ କାରଟି ଡିଭାଇଡରକୁ ଧକ୍କା ଦେଇ ଓଲଟି ପଡି ଏକ ଟ୍ରକକୁ ଧକ୍କା ଦେଇଥିଲା l ଘଟଣାସ୍ଥଳରେ ଦୁଇ ମନିଷ ଗୁପ୍ତା ଓ ସୁବ୍ରତ ସାହୁଙ୍କ ମୃତ୍ୟୁ ହୋଇଥିଲା।

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!