Wednesday, April 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟ୍ରକକୁ ପଛ ପଟୁ ପିଟିଲା କଣ୍ଟେନର, ଜଣେ ମୃତ

by ସଞ୍ଜୟ ସ୍ୱାଇଁ
May 25, 2025
in Accident, State
ଚଢ଼ିଗଲା ହାଇୱା
37
VIEWS
Share on FacebookShare on Twitter

ଖୋର୍ଦ୍ଧା, (ବାଘୁଆବାର୍ତ୍ତା): ୧୬ ନମ୍ବର ଜାତୀୟ ରାଜପଥ ନାଚୁଣୀ ନିକଟ କଉଡ଼ି ଖଣି ଛକରେ ଦୁର୍ଘଟଣା। ଟ୍ରକକୁ ପଛ ପଟୁ ପିଟିଲା କଣ୍ଟେନର। ଦୁର୍ଘଟଣାରେ କଣ୍ଟେନର ଚାଳକଙ୍କର ମୃତ୍ୟୁ ହୋଇଛି। ତାଙ୍କ ପରିଚୟ ଅସ୍ପଷ୍ଟ ରହିଛି। ଗତକାଲି ରାତିରେ ବିଶାଖାପାଟଣାରୁ ଆସୁଥିବା ବେଳେ ନାଚୁଣୀ କଉଡ଼ି ଖଣି ନିକଟ ହମ୍ପସରେ ଟ୍ରକଟି ବ୍ରେକ ମାରିଥିଲା। ଫଳରେ ପଛରୁ ଆସୁଥିବା କଣ୍ଟେନର ଭାରସାମ୍ୟ ହରାଇ ଟ୍ରକକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ କଣ୍ଟେନରର କ୍ୟାବିନ ଭାଙ୍ଗି ରୁଜି ଚୁରମାର ହୋଇଯାଇଛି। ଗୁରୁତର ଅବସ୍ଥାରେ କଣ୍ଟେନର ଚାଳକଙ୍କୁ ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ତାଙ୍କୁ ମଅତ ଘୋଷଣା କରିଥିଲେ। ନାଚୁଣୀ ପୋଲିସ ମୃତଦେହ ଜବତ କରି ତଦନ୍ତ ଜାରି ରଖିଛି।

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026
ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

April 14, 2026
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

April 14, 2026
ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

April 14, 2026
ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!