Monday, April 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚୌଦ୍ବାର ଜେଲ୍ ପରିସରରେ କଏଦୀଙ୍କ ଆତ୍ମହତ୍ୟା

by ସଞ୍ଜୟ ସ୍ୱାଇଁ
May 25, 2025
in State
ଚୌଦ୍ବାର ଜେଲ୍ ପରିସରରେ କଏଦୀଙ୍କ ଆତ୍ମହତ୍ୟା
40
VIEWS
Share on FacebookShare on Twitter

ଚୌଦ୍ବାର,(ବାଘୁଆବାର୍ତ୍ତା): ଚୌଦ୍ବାର ଜେଲ୍ ପରିସରରେ କଏଦୀଙ୍କ ଆତ୍ମହତ୍ୟା । କଏଦୀ ଜଣଙ୍କ ଆଜୀବନ ସଜା କାଟୁଥିଲେ । ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି । ଘଟଣାର ତଦନ୍ତ ଜାରି ରହିଛି । ହତ୍ୟା ଘଟଣାରେ ସଜା କାଟୁଥିଲେ କଏଦୀ । ସୂଚନାଯୋଗ୍ୟ ଯେ, ଚୌଦ୍ୱାର ଜେଲ୍ ପରିସରରେ ଆମ୍ବ ଗଛରେ ଗାମୁଛା ବାନ୍ଧି ଆତ୍ମହତ୍ୟା କଲେ କଏଦୀ । ମୃତ କଏଦୀ ଜଣଙ୍କ ହେଲେ କଟକ ଜିଲ୍ଲା ଟାଙ୍ଗୀ ଜରିପଡ଼ା ପଞ୍ଚାୟତ ସାମନ୍ତରାପୁର ଗ୍ରାମର ବିଷ୍ଣୁ ପ୍ରସାଦ ସ୍ବାଇଁ । ବିଷ୍ଣୁ ପ୍ରସାଦ ଏକ ହତ୍ୟା ଘଟଣାରେ ସଜା କାଟୁଥିଲେ । ସେ ତାଙ୍କ ମା’ଙ୍କ ଶୁଦ୍ଧି କ୍ରିୟା ପାଇଁ ଜେଲ୍‌ରୁ ୧୦ଦିନ ପାଇଁ ଘରକୁ ଯାଇ ପୁଣି ଜେଲକୁ ଫେରିଥିଲେ । ଶନିବାର ଅପରାହ୍ନ ୪ଟା ସମୟରେ ଜେଲ୍ ଭିତରେ ଏଭଳି ଘଟଣା ଘଟିଥିଲା । ତେବେ ସେ କେଉଁ ପରିସ୍ଥିତିରେ ଆତ୍ମହତ୍ୟା କଲେ ତାହା ଜଣାପଡିନାହିଁ ।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!