Monday, April 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୀଳାଦ୍ରିବିଜେ ମଧ୍ୟରେ ଶେଷ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ

by ସଞ୍ଜୟ ସ୍ୱାଇଁ
May 25, 2025
in State
ନୀଳାଦ୍ରିବିଜେ ମଧ୍ୟରେ ଶେଷ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ
11
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ରଥଯାତ୍ରାରୁ ନୀଳାଦ୍ରିବିଜେ ମଧ୍ୟରେ ଶେଷ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ । ଏଭଳି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ମନ୍ତ୍ରୀ କହିଛନ୍ତି, ଏଏସଆଇ ଡ଼ିଜି ଏବଂ ତାଙ୍କ ଟିମ୍ ଆସି ଜଗନ୍ନାଥ ମନ୍ଦିରର ମରାମତି କାମର ସମୀକ୍ଷା କରିଛନ୍ତି । ଏହାସହ ରତ୍ନଭଣ୍ଡାର କାମର ସମୀକ୍ଷା କରିଛନ୍ତି । ରଥଯାତ୍ରା ସମୟରେ ଗର୍ଭ ଗୃହରେ ଯେଉଁ ଯେଉଁ ମରାମତି କାମ ହୁଏ ସେନେଇ ସମୀକ୍ଷା ହୋଇଛି । ମନ୍ଦିର ଢାଞ୍ଚାରେ କୌଣସି ପରିବର୍ତ୍ତନ ନକରି ପବିତ୍ର ପୀଠର ସଂରକ୍ଷଣ ବାବଦରେ ଆଲୋଚନା ହୋଇଛି । ମନ୍ଦିରର ଆବଶ୍ୟକତା ଦୃଷ୍ଟି କୋଣରୁ ମନ୍ଦିର ପ୍ରଶାସକ ଏଏସ୍ଆଇ ଡିଜିଙ୍କୁ ଅବଗତ କରାଇଛନ୍ତି । ମନ୍ଦିରର ସଂରକ୍ଷଣ ପାଇଁ ଯେଉଁସବୁ ଜ୍ଞାନ କୌଶଳର ଆବଶ୍ୟକତା ରହିଛି ସେ ନେଇ ଆଲୋଚନା ହୋଇଛି । ରତ୍ନଭଣ୍ଡାର ମରାମତି ବନ୍ଦ ଅଛି । ଠାକୁରଙ୍କ ଚାପ ଖେଳ ପାଇଁ ରତ୍ନଭଣ୍ଡାର ମରାମତି ବନ୍ଦ ଅଛି । ଠାକୁରଙ୍କ ନୀତିକାନ୍ତି ଉପରେ ଗୁରୁତ୍ୱ ଦିଆଯାଉଛି । ଠାକୁର ରଥକୁ ଆସିଲେ ମରାମତି କାମ ଆରମ୍ଭ ହେବ ଏବଂ ନୀଳାଦ୍ରି ବିଜେ ଭିତରେ ମରାମତି କାମ ଶେଷ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ବୋଲି ଆଇନ ମନ୍ତ୍ରୀ କହିଛନ୍ତି ।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!