Monday, April 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବନ୍ଧମୁଣ୍ଡାର ରେଲୱେ ୟାର୍ଡରେ ମାଲବାହୀ ଟ୍ରେନର ୧୨ଟି ବଗି ଲାଇନଚ୍ୟୁତ

by ସଞ୍ଜୟ ସ୍ୱାଇଁ
May 25, 2025
in State
ବନ୍ଧମୁଣ୍ଡାର ରେଲୱେ ୟାର୍ଡରେ ମାଲବାହୀ ଟ୍ରେନର ୧୨ଟି ବଗି ଲାଇନଚ୍ୟୁତ
30
VIEWS
Share on FacebookShare on Twitter

ରାଉଲକେଲା, (ବାଘୁଆବାର୍ତ୍ତା): ରାଉଲକେଲା ରେଳ ଷ୍ଟେସନ ନିକଟସ୍ଥ ବନ୍ଧମୁଣ୍ଡାର ରେଲୱେ ୟାର୍ଡରେ ମାଲବାହୀ ଡି-ରେଲ୍ । ଟ୍ରେନର ୧୨ଟି ବଗି ରେଳଧାରଣାରୁ ଲାଇନଚ୍ୟୁତ ହୋଇଛି । ଖବର ପାଇ ରେଳ ବିଭାଗର ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିନ୍ତି । ତେବେ ଏହି ଦୁର୍ଘଟଣା କିଭଳି ଘଟିଲା ସେନେଇ ଏକ ଯାଞ୍ଚ କମିଟି ଗଠିତ କରାଯାଇଛି । ମାଲବାହୀ ଲାଇନଚ୍ୟୁତ ପରେ ରେଲଓ୍ବେ ୟାର୍ଡକୁ ଅନ୍ୟ ଟ୍ରେନ୍ ଗୁଡ଼ିକ ଯାତାୟାତ ବନ୍ଦ ରହିଛି । ବର୍ତ୍ତମାନ ସେଠାରେ ଲାଇନକୁ କ୍ଲିୟର କରାଯାଉଛି । ସୂଚନା ମୁତାବକ, ରବିବାର ସକାଳେ ମାଲବାହୀ ଟ୍ରେନ୍ଟି ୟାର୍ଡରୁ ଝାଡ଼ଖଣ୍ଡ ଯିବାର ଥିଲା। ୟାର୍ଡରୁ ବାହାରିବା ବେଳେ ଟ୍ରେନର ୧୨ଟି ବଗି ଧାରଣାରୁ ଖସିଯାଇଥିଲା। ତେବେ କେଉଁ କାରଣ ଦୁର୍ଘଟଣା ଘଟିଛି ତାହା ଜଣାପଡିନାହିଁ । ରେଳ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ କରୁଛନ୍ତି ।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!