Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜି ସାବିତ୍ରୀ ଅମାବାସ୍ୟା, ବ୍ରତ ମନାସୁଛନ୍ତି ସଧବା ନାରୀ

by ସଞ୍ଜୟ ସ୍ୱାଇଁ
May 26, 2025
in State
ଆଜି ସାବିତ୍ରୀ ଅମାବାସ୍ୟା, ବ୍ରତ ମନାସୁଛନ୍ତି ସଧବା ନାରୀ
54
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆଜି ସାବିତ୍ରୀ ଅମାବାସ୍ୟା । ସ୍ବାମୀଙ୍କ ମଙ୍ଗଳ ମନାସୀ ବ୍ରତ ପାଳୁଛନ୍ତି ସଧବା । ରାଜ୍ୟର ବିଭିନ୍ନ ପୀଠରେ ସକାଳୁ ସକାଳୁ ପୂଜା କରିବାକୁ ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼। ହାତରେ ଭୋଗ, ମନରେ ଉତ୍ସାହ ନେଇ ଦେବାଳୟକୁ ଯାଇଛନ୍ତି ସଧବା । ନୂଆ ଶାଢୀ, ସଙ୍ଖା, ସିନ୍ଦୁର ଓ ଅଳତା ନେଇ ପୂଜାର୍ଚ୍ଚନା କରୁଛନ୍ତି । ଘରେ ଘରେ ବି ସାବିତ୍ରୀଙ୍କ ପ୍ରତିମା ଗଢି ବ୍ରତ କଥା ଗାଇ ପୂଜା କରୁଛନ୍ତି ସଧବା ନାରୀ । ବିଶେଷ କରି ଆମ୍ବ, ପଣସ, ନଡିଆ, ଫୁଟି କାକୁଡି, ତାଳ, ଖଜୁରୀ ଆଦି ଦେଶୀ ଫଳରେ ପୂଜା କରୁଛନ୍ତି। ପୁରାଣ ଗାଥା ଅନୁଯାୟୀ, ଯମରାଜଙ୍କ ପଛରେ ଯାଇ ସ୍ବାମୀ ସତ୍ୟବାନଙ୍କ ଜୀବନ ଫେରାଇ ଆଣିଥିଲେ ସାବିତ୍ରୀ । ହିନ୍ଦୁ ଶାସ୍ତ୍ରର ସେହି ପୌରାଣିକ କଥାକୁ ମନେ ପକାଇ ସ୍ବାମୀଙ୍କ ଦୀର୍ଘ ଜୀବନ କାମନା କରି ପୂଜା କରୁଛନ୍ତି ବିବାହିତା ମହିଳାମାନେ। ରାଜ୍ୟର ବିଭିନ୍ନ ପୀଠରେ ସକାଳୁ ସକାଳୁ ପୂଜା କରିବାକୁ ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼। ହାତରେ ଭୋଗ, ମନରେ ଉତ୍ସାହ ନେଇ ଦେବାଳୟକୁ ଯାଇଛନ୍ତି ସଧବା । ନୂଆ ଶାଢୀ, ସଙ୍ଖା, ସିନ୍ଦୁର ଓ ଅଳତା ନେଇ ପୂଜାର୍ଚ୍ଚନା କରୁଛନ୍ତି । ଘରେ ଘରେ ବି ସାବିତ୍ରୀଙ୍କ ପ୍ରତିମା ଗଢି ବ୍ରତ କଥା ଗାଇ ପୂଜା କରୁଛନ୍ତି ସଧବା ନାରୀ । ବିଶେଷ କରି ଆମ୍ବ, ପଣସ, ନଡିଆ, ଫୁଟି କାକୁଡି, ତାଳ, ଖଜୁରୀ ଆଦି ଦେଶୀ ଫଳରେ ପୂଜା କରୁଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!