Monday, April 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

AICC ପର୍ଯ୍ୟବେକ୍ଷକ ତାଲିକାରେ ୪ ଓଡ଼ିଆ

by ସଞ୍ଜୟ ସ୍ୱାଇଁ
May 26, 2025
in State
AICC ପର୍ଯ୍ୟବେକ୍ଷକ ତାଲିକାରେ ୪ ଓଡ଼ିଆ
84
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଅଲ୍ ଇଣ୍ଡିଆ କଂଗ୍ରେସ କମିଟି ପର୍ଯ୍ୟବେକ୍ଷକ ତାଲିକାରେ ଓଡି଼ଶାର ୪ ନେତା। ରାଜ୍ୟର ୪ ଜଣ ନେତାଙ୍କୁ AICC ପର୍ଯ୍ୟବେକ୍ଷକ ତାଲିକାରେ ସ୍ଥାନ ମିଳିଛି। ସେମାନେ ହେଲେ ସପ୍ତଗିରି ଉଲାକା, ରାମଚନ୍ଦ୍ର ଖୁଣ୍ଟିଆ, ଶରତ ରାଉତ ଓ ଦେବାଶିଷ ପଟ୍ଟନାୟକ । ମଧ୍ଯପ୍ରଦେଶ ଓ ହରିୟାଣାର ଜିଲ୍ଲା କଂଗ୍ରେସ କମିଟିର ସଭାପତି ଚୟନ ପାଇଁ ଏମାନଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରଯାଇଛି। ତାଲିକାରେ ମୋଟ ୫୦ ଜଣ ଅଛନ୍ତି, ସେମାନଙ୍କ ମଧ୍ୟରେ ଅଛନ୍ତି ୪ ଜଣ ଓଡ଼ିଆ ।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!