Monday, April 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୪ ବାଂଲାଦେଶ ଅନୁପ୍ରବେଶକାରୀଙ୍କୁ ଅଟକ ରଖିଛି ପୋଲିସ

by ସଞ୍ଜୟ ସ୍ୱାଇଁ
May 26, 2025
in State
୪ ବାଂଲାଦେଶ ଅନୁପ୍ରବେଶକାରୀଙ୍କୁ ଅଟକ ରଖିଛି ପୋଲିସ
28
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା): ସାରାଦେଶରେ ଚାଲିଛି ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ଚିହ୍ନଟ । ଏହିକ୍ରମରେ ମାଲକାନଗିରିରେ ବି ଆରମ୍ଭ ହୋଇଛି ଏହି ପ୍ରକ୍ରିୟା । ଅନୁପ୍ରବେଶକାରୀ ଆଶଙ୍କାରେ ୪ ଜଣଙ୍କ ଅଟକ ରଖି ପଚରାଉଚରା କରୁଛି ପୋଲିସ । ମାଲକାନଗିରି ଜିଲ୍ଲା ଏମ୍ଭି-୪ ଗାଁର ଏକ ଘରେ କିଛି ଅଜଣା ଲୋକ ବେଶ୍ କିଛି ମାସ ଧରି ରହୁଥିଲେ । ଅନେକ ଅସାମାଜିକ କାର୍ଯ୍ୟ ଲିପ୍ତ ରହୁଥିବା ବେଳେ ସମସ୍ତେ ଭାରତୀୟ ନାଗରିକ ହୋଇନଥିବା ଗାଁ ଲୋକ ସନ୍ଦେହ କରିଥିଲେ । ଏପିରିକି ଗାଁ ଲୋକମାନେ ସେମାନଙ୍କ ପରିଚୟ ମାଗିଥିଲେ । କିନ୍ତୁ ସେମାନେ ନିଜର ବୟାନକୁ ବାରମ୍ବାର ବଦଳାଇଥିଲେ। ଶେଷରେ ଗାଁ ଲୋକ ପୋଲିସକୁ ଖବର ଦେଇଥିଲେ । ମାଲକାନଗିରି ଆଦର୍ଶ ଥାନା ପୋଲିସ ରବିବାର ରାତିରେ ଏମ୍ଭି-୪ ଗାଁରେ ପହଞ୍ଚି ସେହି ଯୁବକମାନଙ୍କୁ ପଚରାଉଚରା କରିଥିଲେ । ହେଲେ କିଛି ସନ୍ତୋଷଜନକ ଉତ୍ତର ନମିଳିବାରୁ ସମସ୍ତଙ୍କୁ ଥାନାରେ ଆଣି ଅଟକ ରଖିଛି । ତଦନ୍ତ ପରେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପୋଲିସ କହିଛି ।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!