Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାସ୍ତାରୁ ଉଦ୍ଧାର ହେଲା ଶିଶୁପୁତ୍ର

by ସଞ୍ଜୟ ସ୍ୱାଇଁ
May 26, 2025
in State
ରାସ୍ତାରୁ ଉଦ୍ଧାର ହେଲା ଶିଶୁପୁତ୍ର
59
VIEWS
Share on FacebookShare on Twitter

ବରଗଡ଼, (ବାଘୁଆବାର୍ତ୍ତା): ବରଗଡ଼ ସଦର ଥାନା ପୋଲିସ ସୋମବାର ଜଣେ ଶିଶୁପୁତ୍ରକୁ ଉଦ୍ଧାର କରିଛି। ବରଗଡ଼- ସୋହେଲା ରାସ୍ତାର ପଥର୍ଲା ରାଇସ୍ ମିଲ୍ ଛକ ପାଖ ଏକ ଚା’ ଦୋକାନ ନିକଟରେ ବୁଲାବୁଲି କରୁଥିବା ସମୟରେ ଶିଶୁ ଉଦ୍ଧାର ହୋଇଛି। ଶିଶୁକୁ ପୋଲିସ ଉଦ୍ଧାର କରି ଆଣି ବରଗଡ଼ ସଦର ଥାନାରେ ରଖିଛି। ତେବେ ଶିଶୁ ଜଣକ ସମ୍ପୂର୍ଣ୍ଣ ପରିଚୟ ଦେଇପାରୁନାହିଁ। କେବଳ ବରଗଡ଼ ବୋଲି ଶିଶୁ କହୁଛି। ପୋଲିସ ଶିଶୁର ପରିଚୟ ଖୋଜୁଛି। ଉଦ୍ଧାର ଶିଶୁର ପରିଚୟ ଜାଣିଲେ ବରଗଡ଼ ସଦର ଥାନାକୁ ତୁରନ୍ତ ଜଣାଇବା ପାଇଁ ଅନୁରୋଧ କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!