Sunday, April 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୀଘା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ କୁହାଯାଇ ପାରିବ ନାହିଁ: ଗଜପତି

by ସଞ୍ଜୟ ସ୍ୱାଇଁ
May 26, 2025
in State
ଦୀଘା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ କୁହାଯାଇ ପାରିବ ନାହିଁ: ଗଜପତି
113
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ଦୀଘା ଜଗନ୍ନାଥ ଧାମ ନୁହେଁ । ଜଗନ୍ନାଥ ଧାମ କେବଳ ଶ୍ରୀକ୍ଷେତ୍ର ପୁରୀକୁ ବୁଝାଇବ । ଦୀଘା ମନ୍ଦିରର ନାମକରଣକୁ ନେଇ ସମସ୍ତେ ଆଶ୍ଚର୍ଯ୍ୟ ବୋଲି କହିଛନ୍ତି ଗଜପତି ମହାରାଜ । ଦୀଘା ଜଗନ୍ନାଥ ମନ୍ଦିର ପ୍ରସଙ୍ଗରେ ଛତିଶା ନିଯୋଗ ବୈଠକରେ ହେଲା ଆଲୋଚନା । ଗଜପତି ମହାରାଜ କହିଲେ. ଦୀଘା ଜଗନ୍ନାଥ ଧାମ ନାମ ସଂସ୍କୃତି ବିରୋଧୀ । ତେଣୁ ଦୀଘା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ କୁହାଯାଇ ପାରିବ ନାହିଁ । ମୁଖ୍ୟମନ୍ତ୍ରୀ ଏନେଇ ପଶ୍ଚିମବଙ୍ଗ ସରକାରଙ୍କୁ ଚିଠି ଲେଖିଛନ୍ତି । ରାଜ୍ୟ ସରକାରଙ୍କ ପାଖରେ ସବୁ ପ୍ରକାର ତଥ୍ୟ ଅଛି । ତେଣୁ ମୁଖ୍ୟମନ୍ତ୍ରୀ ଏହି ଘଟଣାର ସମାଧାନ କରିବାକୁ ଅନୁରୋଧ କରିଛି ବୋଲି କହିଛନ୍ତି ଗଜପତି ମହାରାଜ ଦିବ୍ୟସିଂହ ଦେବ । ସେପଟେ ଘୋଷଯାତ୍ରାକୁ ନେଇ ଛତିଶା ନିଯୋଗ ବୈଠକରେ ନୀତି ନିର୍ଘଣ୍ଟରେ ମୋହର ବାଜିଛି । ଗତବର୍ଷ ଆଡ଼ପ ମଣ୍ଡପ ବିଭ୍ରାଟର ତଦନ୍ତ ରିପୋର୍ଟ ଆସିଛି । ବୈଠକରେ ରିପୋର୍ଟ ନେଇ ଆଲୋଚନା ହୋଇଛି । ଗୁରୁତ୍ବପୂର୍ଣ୍ଣ ବିଷୟ ହେଉଛି ଯେ, ଗତବର୍ଷ ବିଭ୍ରାଟ ପରେ ଏ ବର୍ଷ ଆଡପ ପହଣ୍ଡିରେ ଅଭିଜ୍ଞ ଦଇତାପତି ରହିବେ । ଏଥିପାଇଁ ତିଆରି ହେବ ସ୍ଵତନ୍ତ୍ର ଏସଓପି । ସେହିପରି ମହାପ୍ରଭୁଙ୍କ ସମସ୍ତ ଭୂସମ୍ପତ୍ତିର ସୁରକ୍ଷା କରାଯିବ । ଏଥିପାଇଁ ଗାଇଡ୍ ଲାଇନ୍ ଆସିବ ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!