Thursday, September 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୋ ପୁଅକୁ ମାରିଦେଲେ

by ସଞ୍ଜୟ ସ୍ୱାଇଁ
May 27, 2025
in Crime, State
ମୋ ପୁଅକୁ ମାରିଦେଲେ
76
VIEWS
Share on FacebookShare on Twitter

ଆନନ୍ଦପୁର, (ବାଘୁଆବାର୍ତ୍ତା): କେନ୍ଦୁଝର ଜିଲା ଘଷିପୁରା ବ୍ଲକ ତଳଗାଁର ସୁରେନ୍ଦ୍ର ମହାକୁଡଙ୍କ ପୁଅ ବିପିନ (୨୫)ଙ୍କ ସୋମବାର ସନ୍ଦେହ ଜନକ ମୃତ୍ୟୁ ଘଟିଛି । ହରିଚନ୍ଦନପୁର ହାଟ ତୋଟା ନିକଟରେ ଥିବା ଟୁକ ବ୍ରହ୍ମଙ୍କ ସାଇକେଲ ଦୋକାନ ବାରଣ୍ଡାରୁ ମୃତଦେହ ଜବତ କରିଛି ପୋଲିସ। ବ୍ୟବସାୟୀ ବ୍ରହ୍ମ ସକାଳେ ଦୋକାନ ଖୋଲିବାକୁ ଯାଇଥିବାବେଳେ ତାଙ୍କ ଦୋକାନ ବାରଣ୍ଡାରେ ବିପିନ ଶୋଇ ଥିବାବେଳେ ତାଙ୍କ ପ୍ଲାଷ୍ଟିକ ବ୍ୟାଗ, ଚଷମା,ଚପଲ ଅଲଗା ଅଲଗା ସ୍ଥାନରେ ପଡ଼ିଥିଲା । ଏ ସଂପର୍କରେ ସେ ହରିଚନ୍ଦନପୁର ଥାନାକୁ ଜଣାଇଥିଲେ । ବିପିନ ସାରେ ଅନ୍ୟ ଦୁଇଜଣ ସାଙ୍ଗ ସହ ହରିଚନ୍ଦନପୁର ଆସିଥିଲା । ଥାନାର ଏସଆଇ କଳ୍ପତରୁ ନାୟକ ୧୮/୨୫ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମଢତଦେହ ବ୍ୟବଚ୍ଛେଦ କରାଇଛନ୍ତି । ତାଙ୍କ ମୃତ୍ୟୁକୁ ନେଇ ପରିବାର ଲୋକେ ସନ୍ଦେହ କରୁଛନ୍ତି ବିପିନଙ୍କୁ ଘରୁ ଡାକି ଆଣି ମାରି ଦେଇଥିବା କହିଛନ୍ତି। । ତେବେ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ବିପିନଙ୍କ କିପରି ମତ୍ୟୁ ଘଟିଲା ତାହା ଜଣାପଡ଼ିବ ବୋଲି ପୋଲିସ ସୁଚନା ଦେଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!