Sunday, April 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସୃଷ୍ଟି ହେଲା ଲଘୁଚାପ, ପରବର୍ତ୍ତୀ ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବ

by ସଞ୍ଜୟ ସ୍ୱାଇଁ
May 27, 2025
in State
ସୃଷ୍ଟି ହେଲା ଲଘୁଚାପ, ପରବର୍ତ୍ତୀ ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବ
63
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି । ପରବର୍ତ୍ତୀ ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବ । ଧିରେ ଧିରେ ଉତ୍ତରମୁହାଁ ହେବା ସମ୍ଭାବନା ରହିଛି । ସେପଟେ ୨ରୁ ୩ ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀବାୟୁ । ମୌସୁମୀ ଓଡ଼ିଶା ଛୁଇଁବାକୁ ପାଗ ଅନୁକୂଳ ରହିଛି । ଗତ ୨୪ ତାରିଖରେ ମୌସୁମୀ ବାୟୁ କେରଳ ଛୁଇଁଥିବା ବେଳେ ରାଜ୍ୟରେ ପ୍ରାକ୍ ମୌସୁମୀ ବର୍ଷା ଜାରି ରହିଛି । ଅନ୍ୟପଟେ ମଙ୍ଗଳବାର ଦକ୍ଷିଣ ଓଡ଼ିଶାରେ ଭାରି ବର୍ଷା ସମ୍ଭାବନା ଅଛି । କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି ଓ କନ୍ଧମାଳରେ ଭାରି ବର୍ଷା ହୋଇପାରେ । ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ନୟାଗଡ଼, ଗଞ୍ଜାମ, ଖୋର୍ଦ୍ଧା ଓ ପୁରୀରେ ଘଡ଼ଘଡ଼ି ଓ ବର୍ଷା ସହିତ ୩୦ରୁ ୪୦କି.ମି. ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ସତର୍କତା ଜାରି କରିଛି ।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!