Sunday, April 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି, ୩୨ ସମସ୍ୟାର ମିଳିଲା ସମାଧାନ ପ୍ରତିଶୃତି

by ସଞ୍ଜୟ ସ୍ୱାଇଁ
May 27, 2025
in State
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି, ୩୨ ସମସ୍ୟାର ମିଳିଲା ସମାଧାନ ପ୍ରତିଶୃତି
24
VIEWS
Share on FacebookShare on Twitter

ମହାବିରୋଡ଼, (ବାଘୁଆବାର୍ତ୍ତା): କଙ୍କଡ଼ାହାଡ଼ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ । ମଙ୍ଗଳବାର କଙ୍କଡ଼ାହାଡ ପଞ୍ଚାୟତ ସମିତି ସଭାଗୃହ ପରିସରରେ ଲୋକଙ୍କ ଅଭିଯୋଗ ଶୁଣାଣିଲେ ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ ଓ ଆରକ୍ଷୀ ଅଧିକ୍ଷକ ଅଭିନବ ସୋନକର । ମୁଖ୍ୟତଃ ଗାଁ ସମସ୍ୟା, ଆବାସ ଯୋଜନାରେ ଘର, ସ୍ବାସ୍ଥ୍ୟ ସମସ୍ୟା, ରାସନ କାର୍ଡ, ଭତ୍ତା ଆଦି ବାବଦରେ ଅଭିଯୋଗ ହୋଇଥିଲା । ସମସ୍ତ ସମସ୍ୟାର ତୁରନ୍ତ ସମାଧାନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି ଜିଲ୍ଲାପାଳ । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଅଭିଯୋଗ ଶୁଣାଣିରେ ସମୁଦାୟ ୩୨ଟି ଅଭିଯୋଗର ଶୁଣାଣି ହୋଇଥିଲା। ଏହି ଶୁଣାଣିରେ ଜିଲ୍ଲା ପରିଷଦ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଦୀପ୍ତିରଞ୍ଜନ ସେଠି, କାମାକ୍ଷାନଗର ଉପ-ଜିଲ୍ଲାପାଳ ଦିନାମଣୀ ନାୟକ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ନୀଳମଣି ଦିଲ୍ଲୀପ ଚାନ୍ଦ ବେହେରା, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସୌମ୍ୟାଶ୍ରୀ ପଣ୍ଡା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଯଶୋବନ୍ତ ଦେହୁରୀ, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ହରେକୃଷ୍ଣ ନାୟକ, ବ୍ଲକ୍ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ପ୍ରଶାନ୍ତ କୁମାର ସାହୁ, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ଏସ୍ ନୈବେଦ୍ୟ ଲଳିତେନ୍ଦୁ, ବ୍ଲକ୍ ଶିକ୍ଷା ଅଧିକାରୀ ସାଗର ଟୁଡୁ ସମେତ ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!