Saturday, April 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗାଈଜଗାଳିଙ୍କ ତଣ୍ଟିକୁ ଗାମୁଛାରେ ଚିପି ମାରିଦେଲା ମାଲିକ

by ସଞ୍ଜୟ ସ୍ୱାଇଁ
May 27, 2025
in State
ଗାଈଜଗାଳିଙ୍କ ତଣ୍ଟିକୁ ଗାମୁଛାରେ ଚିପି ମାରିଦେଲା ମାଲିକ
93
VIEWS
Share on FacebookShare on Twitter

ପାଟଣା, (ବାଘୁଆବାର୍ତ୍ତା): ମାଲିକ ପ୍ରଥମେ ଗାମୁଛାରେ ତଣ୍ଟିକୁ ଚିପିଦେଲେ ପରେ ଠେଲି ଦେବାରୁ ତଳେପଡି ଚାଲିଗଲା ଗାଈଜଗାଳିଙ୍କ ଜୀବନ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାମାଳିପୋଷି ଗ୍ରାମରେ। ଘଟଣାସ୍ଥଳରେହିଁ ଜଗୁଆଳିଙ୍କ ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ଚିନାମାଳିପୋଷି ମୁଣ୍ଡା ସାହିର ଭସଲ ମୁଣ୍ଡାଙ୍କ ପୁଅ ଟୁନା। ସୂଚନାଅନୁଯାୟୀ, ଟୁନା ଗ୍ରାମର ସଞ୍ଜୟ ମହାନ୍ତଙ୍କ ଘରେ ଗାଈଜଗାଳି ଭାବେ କାର୍ଯ୍ୟ କରୁଥିଲେ। ଉଭୟଙ୍କ ମଧ୍ୟରେ ବଚସା ହେବାରୁ ସଞ୍ଜୟ ଟୁନାଙ୍କ ତଣ୍ଟିକୁ ପ୍ରଥମେ ଗାମୁଛାରେ ଚିପିଦେଇଥିଲେ। ପରେ ଠେଲି ହେବାରୁ ସେ ରାସ୍ତାରେ ପଡ଼ି ଯାଇଥିଲେ। ଖବରପାଇ ଘଟାଗାଁ ପୋଲିସ ପହଞ୍ଚି ସଞ୍ଜୟଙ୍କୁ ଅଟକ ରଖି ତଦନ୍ତ କରୁଥିବା ଥାନା ଅଧିକାରୀ ପ୍ରଶାନ୍ତ ସାମଲ କହିଛନ୍ତି।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!