Saturday, April 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସୋନାଲିକା କମର୍ସିଆଲ୍ ପାଇଲଟ୍ ଲାଇସେନ୍ସ ପ୍ରାପ୍ତ କଲେ

by ସଞ୍ଜୟ ସ୍ୱାଇଁ
May 27, 2025
in State
ସୋନାଲିକା କମର୍ସିଆଲ୍ ପାଇଲଟ୍ ଲାଇସେନ୍ସ ପ୍ରାପ୍ତ କଲେ
98
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): କମର୍ସିଆଲ୍ ପାଇଲଟ୍ ଲାଇସେନ୍ସ ପ୍ରାପ୍ତ କଲେ କଟକ ଜିଲ୍ଲା ନରସିଂହପୁରର ଝିଅ ସୋନାଲିକା ମିଶ୍ର । ୨୦୦ ଘଣ୍ଟା ଉଡ଼ାଣ ପୂରଣ କରି ଡିଜିସିଏ ଦ୍ୱାରା ଗଠିତ ସମସ୍ତ ପରୀକ୍ଷା ଉତିର୍ଣ୍ଣ କରି କମର୍ସିଆଲ୍ ପାଇଲଟ୍ ଲାଇସେନ୍ସ ପ୍ରାପ୍ତ କରିଛନ୍ତି । ସୋନାଲିକା ହେଉଛନ୍ତି ନରସିଂହପୁରର ବରିଷ୍ଠ ଆଇନଜୀବୀ ନିର୍ମଳେନ୍ଦୁ ମିଶ୍ରଙ୍କ ଝିଅ । ସେ ନରସିଂହପୁରରେ ନିଜର ପ୍ରାଥମିକ ଶିକ୍ଷା ଆରମ୍ଭ କରିବା ପରେ ପାଇଲଟ ହେବା ପାଇଁ ଲକ୍ଷ୍ୟ ରଖିଥିଲେ । ଏହି ସଫଳତା ପାଇବା ପରେ ଜାତୀୟ ତଥା ଅନ୍ତର୍ଜାତୀୟ କ୍ଷେତ୍ରରେ ଉଡାଣ ଭରିବାକୁ ଲକ୍ଷ୍ୟ ରଖିଛନ୍ତି ସୋନାଲିକା । ତାଙ୍କର ଏହି ସଫଳତା ପାଇଁ ବାପା ମା’ ଓ ପରିବାର ବର୍ଗଙ୍କୁ ଶ୍ରେୟ ଦେଇଛନ୍ତି । ଝିଅର ଏହି ସଫଳତା ପରେ ପରିବାର ଲୋକେ ଖୁସି ବ୍ୟକ୍ତ କରିଛନ୍ତି ।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!