Saturday, April 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଉଚ୍ଛେଦ ନୋଟିସକୁ ବଣିକ ସଂଘର ବିରୋଧ, ୬ ଘଣ୍ଟିଆ ନୂଆପଡ଼ା ବନ୍ଦ ଡାକରା

by ସଞ୍ଜୟ ସ୍ୱାଇଁ
May 28, 2025
in State
ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ୍‌, ପୋଲିସ ଫୋର୍ସ ମୁତୟନ
13
VIEWS
Share on FacebookShare on Twitter

ନୂଆପଡା, (ବାଘୁଆବାର୍ତ୍ତା): ବୁଧବାର ୬ ଘଣ୍ଟିଆ ନୂଆପଡ଼ା ବନ୍ଦ । ଉଚ୍ଛେଦ ନୋଟିସକୁ ବିରୋଧ କରି ବଣିକ ସଂଘ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ଯାହାଫଳରେ ସେହି ରାସ୍ତାରେ ଯିବାଆସିବା ବନ୍ଦ ରହିଛି । ଖବର ଅନୁଯାୟୀ, ଜାତୀୟ ରାଜପଥ ୩୫୩ କଡ଼ରେ ଥିବା ସମସ୍ତ ଜବରଦଖଲକାରୀ ଦୋକାନୀଙ୍କୁ ନୂଆପଡ଼ା ଏନ୍ସିର ଉଚ୍ଛେର ନୋଟିସ ଦିଆଯାଇଛି । ଯାହାକୁ ବିରୋଧ କରିଛନ୍ତି ବଣିକ ସଂଘ । ଏପିରିକି ବୁଧବାର ୬ ଘଣ୍ଟିଆ ନୂଆପଡ଼ା ବନ୍ଦ ଡାକରା ଦେଇଛି ବଣିକ ସଂଘ । ଯାହାଫଳରେ ଗାଡ଼ି ଚଳାଚଳରେ ସାମାନ୍ୟ ଅସୁବିଧା ଦେଖିବାକୁ ମିଳିଛି ।

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026
ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

April 24, 2026
ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

April 24, 2026
ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

April 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!