Saturday, April 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁର୍ଘଟଣାରେ କଲେଜ ଛାତ୍ର ମୃତ

by ସଞ୍ଜୟ ସ୍ୱାଇଁ
May 28, 2025
in State
ଦୁର୍ଘଟଣାରେ କଲେଜ ଛାତ୍ର ମୃତ
209
VIEWS
Share on FacebookShare on Twitter

ବାଣପୁର, (ବାଘୁଆବାର୍ତ୍ତା): ଖୋର୍ଦ୍ଧା ଜିଲା ନାଚୁଣୀ ଥାନା ଅନ୍ତର୍ଗତ ଗମ୍ଭାରୀମୁଣ୍ଡା ପୋଲିସ ବିଟହାଉସ ନିକଟସ୍ଥ କଉଡ଼ିଆ ଛକ ପେଟ୍ରୋଲ ପମ୍ପ ଠାରେ ବୁଧବାର ଦୂର୍ଘଟଣା ଘଟିଛି। ଏଥିରେ ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସୂଚନାନୁଯାୟୀ, ବାଣପୁର ଥାନା ନରେନ୍ଦ୍ରପୁର ପଞ୍ଚାୟତ ଅଧୀନ ବେରୁଆଁ ବାଡ଼ିଗ୍ରାମର ନିଲୁ ସ୍ବାଇଁଙ୍କ ପୁଅ ଅରୁଣ(୨୧) ବୁଧବାର ଏକ ମଟର ସାଇକେଲ ଯୋଗେ ଭୋର ୫ ଟା ସମୟରେ ଖୋର୍ଦ୍ଧାର ଏକ ଘରୋଇ କଲେଜ ପରୀକ୍ଷା ଥିବାରୁ ଯାଉଥିବା ସମୟରେ ଉକ୍ତ ପେଟ୍ରୋଲ ପମ୍ପଠାରେ ଏକ ଗଛରେ ମାଡ ହୋଇ ପଡିଥିଲେ। ପରେ ସ୍ଥାନୀୟ ଲୋକ ଆମ୍ବୁଲାନ୍ସରେ ତାଙ୍କୁ ବାଣପୁର ହସ୍ପିଟାଲକୁ ପଠାଇଥିଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ I ଏନେଇ ଞ୍ଚଳରେ ଶୋକର ଛାୟା ଖେଳିଯିବା ସହିତ ପରିବାରର ସମସ୍ତ ସଦସ୍ୟ ପୁଅକୁ ହରାଇ ଦୁଃଖରେ ଭାଙ୍ଗି ପଡିଛନ୍ତ।

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026
ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

April 24, 2026
ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

April 24, 2026
ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

April 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!