Saturday, April 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଢ଼ିଲା ମନ୍ତ୍ରୀ ଓ ଅଫିସର୍ଙ୍କ ମାସିକ ଗାଡ଼ି ଖର୍ଚ୍ଚ

by ସଞ୍ଜୟ ସ୍ୱାଇଁ
May 28, 2025
in State
ବଢ଼ିଲା ମନ୍ତ୍ରୀ ଓ ଅଫିସର୍ଙ୍କ ମାସିକ ଗାଡ଼ି ଖର୍ଚ୍ଚ
120
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ବଢ଼ିଲା ମନ୍ତ୍ରୀ ଓ ଅଫିସର୍ଙ୍କ ମାସିକ ଗାଡ଼ି ଖର୍ଚ୍ଚ । ମାସିକ ଗାଡ଼ି ଖର୍ଚ୍ଚ ବୃଦ୍ଧି କଲେ ରାଜ୍ୟ ସରକାର । ପୂର୍ବ ନିର୍ଦ୍ଧାରିତ ଖର୍ଚ୍ଚ ସୀମାରେ ସରକାର ସଂଶୋଧନ କରିଛନ୍ତି । ଏହି ସଂଶୋଧନ ଅନୁସାରେ, ମନ୍ତ୍ରୀଙ୍କ ଗାଡ଼ି ଖର୍ଚ୍ଚ ୫୦,୪୦୦ ଟଙ୍କା ହୋଇଛି । ଜିଲ୍ଲାପାଳ, ଏସ୍ପିଙ୍କ ଗାଡ଼ି ଖର୍ଚ୍ଚ ୪୪, ୪୦୦କୁ ବୃଦ୍ଧି କରାଯାଇଛି । ସେହିଭଳି ବ୍ଲକ, ତହସିଲ, ଫିଲ୍ଡ ଅଫିସ୍ ଗାଡ଼ି ଖର୍ଚ୍ଚ ୩୭,୨୦୦ ବୃଦ୍ଧି କରାଯାଇଛି । ପ୍ରମୁଖ ସଚିବଙ୍କ ଗାଡ଼ି ଖର୍ଚ୍ଚ ୩୬,୦୦୦, ସ୍ବତନ୍ତ୍ର ସଚିବଙ୍କ ୩୧,୨୦୦ ବୃଦ୍ଧି କରାଯାଇଛି । ପୂର୍ବ ନିର୍ଦ୍ଧାରିତ ଘରୋଇ ଗାଡ଼ି ଭଡ଼ା ଖର୍ଚ୍ଚରେ ସଂଶୋଧନ ହୋଇଛି । ମନ୍ତ୍ରୀ, ଅଫିସର ଓ VVIP ବ୍ୟବହାର କରୁଥିବା ଘରୋଇ ଗାଡ଼ି ଭଡ଼ା ବୃଦ୍ଧି କରାଯାଇଛି । ପ୍ରାୟ ୬ ବର୍ଷ ପରେ ଭଡ଼ା ସଂଶାଧନ ନେଇ ଅର୍ଥ ବିଭାଗର ବିଜ୍ଞପ୍ତି ପ୍ରକାଶ ପାଇଛି ।

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026
ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

April 24, 2026
ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

April 24, 2026
ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

April 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!