Saturday, April 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜେଡି ଛାଡିଲେ ପ୍ରୟାସ କ୍ରାନ୍ତି ସାମଲ

by ସଞ୍ଜୟ ସ୍ୱାଇଁ
May 28, 2025
in State
ବିଜେଡି ଛାଡିଲେ ପ୍ରୟାସ କ୍ରାନ୍ତି ସାମଲ
108
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ବିଜୁ ଜନତା ଦଳ ଛାଡିଲେ ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସ କାନ୍ତି ସାମଲ। ବ୍ୟକ୍ତିଗତ କାରଣ ପାଇଁ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା କହିଛନ୍ତି । ୨୦୦୨ ରୁ ସେ ବିଜେଡିରେ ସାମିଲ ଥିଲେ । ୨୦୦୩ ରେ ଭଦ୍ରକ ପୌରପାଳିକାର ଅଧକ୍ଷ ଥିଲେ ପ୍ରୟାସ କାନ୍ତି ସାମଲ । ପୂର୍ବରୁ ବିଜେଡିର ରାଜ୍ୟ ସମ୍ପାଦକ ଥିଲେ ପ୍ରୟାସ କାନ୍ତି ସାମଲ । ପ୍ରୟାସ କାନ୍ତି କହିଛନ୍ତି ଯେ କୌଣସି ଦଳରେ ନ ରହି ସାଧାରଣ ଲୋକଙ୍କ ସେବା ଜାରି ରହିବ । ବର୍ତ୍ତମାନ ପାଇଁ ଅନ୍ୟ ପାର୍ଟିକୁ ଯିବା ନେଇ କୌଣସି ନିଷ୍ପତ୍ତି ନାହିଁ ବୋଲି କହିଚନ୍ତି । କିନ୍ତୁ ସମୟ କହିବ କେଉଁ ଦଳକୁ ଯିବି । ମୋର କମ ବୟସରେ ବିଜେଡି ମୋତେ ଅନେକ ସୁଯୋଗ ଦେଇଛି । ବାପା ଓ ସାନ ଭାଇ ରାଜନୀତିରେ ଅଛନ୍ତି। ଦଳ ଛାଡ଼ିବା ନେଇ ବାପା ପ୍ରଫୁଲ୍ଲ ସାମଲଙ୍କୁ ଅବଗତ କରି ନାହାନ୍ତି । କିନ୍ତୁ ବିଜେଡି ସଭାପତିଙ୍କୁ ଇସ୍ତଫା ପତ୍ର ଦେଇଛନ୍ତି ଓ ଖୁବ୍ ଶୀଘ୍ର ଏ ନେଇ ବାପାଙ୍କୁ ଜଣେଇବେ । କିନ୍ତୁ ଦଳରୁ ଅବସର ନେବା ପରେ ସେ ଲୋକଙ୍କ ପାଇଁ କାମ କରିବା ଜାରି ରଖିବେ ବୋଲି କହିଛନ୍ତି ।

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026
ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

April 24, 2026
ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

April 24, 2026
ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

April 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!