Friday, April 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ଆରଆଇ

by ସଞ୍ଜୟ ସ୍ୱାଇଁ
May 28, 2025
in State
ଭିଜିଲାନ୍ସ ଜାଲରେ ଆରଆଇ
81
VIEWS
Share on FacebookShare on Twitter

ଢେଙ୍କାନାଳ, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ଗଣ୍ଡାନାଳୀ ଆରଆଇ । ଟଙ୍କା ନେବା ବେଳେ ମାଡ଼ି ବସିଲା ଭିଜିଲାନ୍ସ ଟିମ୍ । ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ତହସିଲ ଅଧିନସ୍ଥ ଗଣ୍ଡାନାଳୀ ଆରଆଇ ଶଶି ଭୂଷଣ ବେହେରା ଜମିବାଡ଼ିର କିସନ ପରିବର୍ତ୍ତନ ପାଇଁ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ତାଙ୍କୁ କାବୁ କରିଥିଲା ।ଏହା ସହିତ ତାଙ୍କ ପ୍ରାଇଭେଟ ପିଅନ ବିଷ୍ଣୁ ଭୁଷଣ ଖଟୁଆଙ୍କୁ ମଧ୍ୟ କାବୁ କରିଥିଲା ଭିଜିଲାନ୍ସ ଟିମ୍ । ଆରଆଇ ଶଶି ଭୂଷଣ ବେହେରାଙ୍କ ଅଫିସ ସମେତ ୪ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍ । ଗଣ୍ଡାନାଳି ଅଫିସ ସହିତ ହିନ୍ଦୋଳ ତହସିଲ ଅଫିସ, ଢେଙ୍କାନାଳ ବାସଭବନ ଓ ଯୋରନ୍ଦା ସ୍ଥିତ ପୈତୃକ ଘରେ ଚଢ଼ାଉ କରୁଛି ଭିଜିଲାନ୍ସ ଟିମ୍ । ଅଭିଯୁକ୍ତ ଆରଆଇଙ୍କୁ ଢେଙ୍କାନାଳ ସ୍ଥିତ ଭିଜିଲାନ୍ସ ଅଫିସରେ ଅଟକ ରଖି ପଚରାଉଚରା କରୁଛି । ସେପଟେ ହିନ୍ଦୋଳ ତହସିଲଦାରଙ୍କ ଅଫିସରୁ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ରକୁ ମଧ୍ୟ ଜବତ କରାଯାଇଥିବା ସୂଚନା ମିଳିଛି ।

ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

April 24, 2026
ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

April 24, 2026
ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

April 24, 2026
ନୟାଗଡ଼ ପୌର ପରିଷଦ ଅଞ୍ଚଳରେ ଚାଲିଛି ଗୃହ ଗଣନା

ନୟାଗଡ଼ ପୌର ପରିଷଦ ଅଞ୍ଚଳରେ ଚାଲିଛି ଗୃହ ଗଣନା

April 23, 2026
ଜିଲ୍ଲାରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ:ଆରକ୍ଷୀ ଅଧିକ୍ଷକଙ୍କୁ ଭେଟିଲେ ବିଜେଡ଼ି ଟିମ:ଜୋର୍ ଧରିଲା ଏସଡିପିଓଙ୍କ ଗିରଫ୍ ଦାବି

ଜିଲ୍ଲାରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ:ଆରକ୍ଷୀ ଅଧିକ୍ଷକଙ୍କୁ ଭେଟିଲେ ବିଜେଡ଼ି ଟିମ:ଜୋର୍ ଧରିଲା ଏସଡିପିଓଙ୍କ ଗିରଫ୍ ଦାବି

April 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!