Friday, April 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡାକ୍ତରଙ୍କୁ ମାଡ଼ମାରି କାର କାଚ ଭାଙ୍ଗିଲେ ୩ ଦୃର୍ବୃତ୍ତ

by ସଞ୍ଜୟ ସ୍ୱାଇଁ
May 28, 2025
in State
ଡାକ୍ତରଙ୍କୁ ମାଡ଼ମାରି କାର କାଚ ଭାଙ୍ଗିଲେ ୩  ଦୃର୍ବୃତ୍ତ
96
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବାଲିପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ଡାକ୍ତରଙ୍କୁ ମରଣାନ୍ତକ ଆକ୍ରମଣ। ଡାକ୍ତର ନିଶିତ ରଞ୍ଜନ ଶତପଥୀଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ୩ ଦୁର୍ବୃତ୍ତ ଆକ୍ରମଣ କରିବା ସହ କାର୍ ଭଙ୍ଗାରୁଜା କରିଛନ୍ତି । ସୂଚନା ଅନୁଯାୟୀ, ନିମାପଡା ସରଦେଇପୁର ରାସ୍ତାରେ କାରରେ ଘରକୁ ଫେରୁଥିବା ବେଳେ ବାଳକାଟୀ ବଜାର ଅଟୋଷ୍ଟାଣ୍ଡ ନିକଟରେ ହୋଇଛି ଆକ୍ରମଣ। ଗୋଟିଏ ବାଇକରେ ୩ ଜଣ ନିଶାସକ୍ତ ଯୁବକ ଆସି କାରକୁ ପ୍ରଥମେ ସାଇଡ ମାରିଥିଲେ । ଡାକ୍ତର ନିଶିତ ତାଙ୍କୁ ଗାଡି ଧୀରେ ଚଳାଇବାକୁ କହି ସେଠାରୁ ଘର ଅଭିମୁଖେ ଯାଉଥିବାବେଳେ ଦୁର୍ବୃତ୍ତ ମାନେ ଡାକ୍ତରଙ୍କ କାର ଆଗରେ ବାଇକ ରଖି ଅସଭ୍ୟ ଭାଷାରେ ଗାଳି ଗୁଲଜ କରିବା ସହ କାର କାଚକୁ ବାଡେଇ ଭାଙ୍ଗିଥିଲେ। ଘଟଣାସ୍ଥଳରେ ବାଳକାଟି ଫାଣ୍ଡି ପୋଲିସ ଓ ପିସିଆର୍ ପହଞ୍ଚି ୨ ଜଣକୁ ଅଟକ ରଖିଥିବା ବେଳେ ଜଣେ ଫେରାର ହୋଇଛି। ଏନେଇ ଡାକ୍ତର ବାଳକାଟୀ ଫାଣ୍ଡିରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।

ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

April 24, 2026
ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

April 24, 2026
ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

April 24, 2026
ନୟାଗଡ଼ ପୌର ପରିଷଦ ଅଞ୍ଚଳରେ ଚାଲିଛି ଗୃହ ଗଣନା

ନୟାଗଡ଼ ପୌର ପରିଷଦ ଅଞ୍ଚଳରେ ଚାଲିଛି ଗୃହ ଗଣନା

April 23, 2026
ଜିଲ୍ଲାରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ:ଆରକ୍ଷୀ ଅଧିକ୍ଷକଙ୍କୁ ଭେଟିଲେ ବିଜେଡ଼ି ଟିମ:ଜୋର୍ ଧରିଲା ଏସଡିପିଓଙ୍କ ଗିରଫ୍ ଦାବି

ଜିଲ୍ଲାରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ:ଆରକ୍ଷୀ ଅଧିକ୍ଷକଙ୍କୁ ଭେଟିଲେ ବିଜେଡ଼ି ଟିମ:ଜୋର୍ ଧରିଲା ଏସଡିପିଓଙ୍କ ଗିରଫ୍ ଦାବି

April 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!