Friday, April 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାତି ୯ଟାରୁ ଶୀତଳଷଷ୍ଠୀ ଯାତ୍ରା ଆରମ୍ଭ ହେବ, ମେ ୩୦ରେ ବିବାହ

by ସଞ୍ଜୟ ସ୍ୱାଇଁ
May 28, 2025
in State
ରାତି ୯ଟାରୁ ଶୀତଳଷଷ୍ଠୀ ଯାତ୍ରା ଆରମ୍ଭ ହେବ, ମେ ୩୦ରେ ବିବାହ
48
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଚଳିତ ବର୍ଷ ମନ୍ଦିର ପ୍ରଶାସନର ନିଷ୍ପତ୍ତି ଅନୁଯାୟୀ ଭୁବନେଶ୍ବର ଲିଙ୍ଗରାଜରେ ଧୁମଧାମରେ ପାଳନ ହେବ ଶୀତଳଷଷ୍ଠୀ। ମେ’ ୩୦ରେ ବିବାହ, ମେ ୩୧ ଶନିବାରରେ ଶୀତଳଷଷ୍ଠୀ ଯାତ୍ରା କରାଯିବ । ଭୁବନେଶ୍ୱରରେ ଶୀତଳଷଷ୍ଠୀ କମିଟିର ସାମ୍ବାଦିକ ସମ୍ମିଳନୀରେ ଦିଆଗଲା ସୂଚନା। ରାତି ୯ଟାରୁ ଶୀତଳଷଷ୍ଠୀ ଯାତ୍ରା ଆରମ୍ଭ ହେବ । ଚଳିତ ବର୍ଷ ଶୀତଳଷଷ୍ଠୀ ପ୍ରସ୍ତୁତି ଜୋରସୋର କରାଯାଇଛି । ଦୁଇ ଦିନିଆ ରୋଷଣୀରେ ୪୦ ପ୍ରକାର ନୃତ୍ୟ ପରିବେଷଣ କରାଯିବ। ଉତ୍ତରପ୍ରଦେଶର ଅଘୋରୀ ନୃତ୍ୟ, ଓଡ଼ିଶାର ଗୋଟିପୁଅ, ଘଣ୍ଟ, ବାରିପଦା ଛଉ, ସମ୍ବଲପୁରୀ, ଦୁଲ୍ଦୁଲି, ଗଞ୍ଜାମ ଯୋଡ଼ି ଶଙ୍ଖ, ଢୋଲ ମହୂରୀ, କଣ୍ଢେଇ, ଘୋଡ଼ାନାଚ, ମୟୂରଭଞ୍ଜ ଛଉ, ଢୋଲ ମାଦଳ ପରିବେଷଣ କରି ବଡ଼ଦାଣ୍ଡରେ ଶୋଭାଯାତ୍ରା କରାଯିବ । ଶୀତଳଷଷ୍ଠୀ ଯାତ୍ରା ନେଇ ସମସ୍ତ ନିଯୋଗର ସହଯୋଗ ଲୋଡିଛି କମିଟି । ଏହାସହ ରାଜ୍ୟ ସରକାର, ବିଏମସି ଓ ପୋଲିସର ସହଯୋଗ କାମନା କରିଛି।

ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

April 24, 2026
ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

April 24, 2026
ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

April 24, 2026
ନୟାଗଡ଼ ପୌର ପରିଷଦ ଅଞ୍ଚଳରେ ଚାଲିଛି ଗୃହ ଗଣନା

ନୟାଗଡ଼ ପୌର ପରିଷଦ ଅଞ୍ଚଳରେ ଚାଲିଛି ଗୃହ ଗଣନା

April 23, 2026
ଜିଲ୍ଲାରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ:ଆରକ୍ଷୀ ଅଧିକ୍ଷକଙ୍କୁ ଭେଟିଲେ ବିଜେଡ଼ି ଟିମ:ଜୋର୍ ଧରିଲା ଏସଡିପିଓଙ୍କ ଗିରଫ୍ ଦାବି

ଜିଲ୍ଲାରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ:ଆରକ୍ଷୀ ଅଧିକ୍ଷକଙ୍କୁ ଭେଟିଲେ ବିଜେଡ଼ି ଟିମ:ଜୋର୍ ଧରିଲା ଏସଡିପିଓଙ୍କ ଗିରଫ୍ ଦାବି

April 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!