Friday, April 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୋଣାର୍କ ମନ୍ଦିର ପରିସରରେ ଲହଡ଼ି ଭାଙ୍ଗୁଛି ବର୍ଷାଜଳ

by ସଞ୍ଜୟ ସ୍ୱାଇଁ
May 28, 2025
in State
କୋଣାର୍କ ମନ୍ଦିର ପରିସରରେ ଲହଡ଼ି ଭାଙ୍ଗୁଛି ବର୍ଷାଜଳ
44
VIEWS
Share on FacebookShare on Twitter

କୋଣାର୍କ, (ବାଘୁଆବାର୍ତ୍ତା): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ପୁରୀ ଜିଲାର ବିଭିନ୍ନ ଅଞ୍ଚଳରେ ସ୍ଥିତି ବେହାଲ ହୋଇଥିବା ବେଳେ ବୁଧବାର ସକାଳୁ ଲଗାଣ ବର୍ଷା ଲାଗି ରହିଛି। ଫଳରେ ବିଶ୍ୱ ଐତିହ୍ୟ ପର୍ଯ୍ୟଟନ କ୍ଷେତ୍ର କୋଣାର୍କ ମନ୍ଦିର ବେଶ ପ୍ରଭାବିତ ହୋଇଛି। ବର୍ଷା ପାଣିରେ କୋଣାର୍କ ମନ୍ଦିରର ଉତ୍ତର ପଶ୍ଚିମ କୋଣ ଜଳମଗ୍ନ ହୋଇଯିବାରୁ ପର୍ଯ୍ୟଟକମାନେ ନାହିଁ ନଥିବା ହଇରାଣ ହରକତ ହୋଇଛନ୍ତି।

ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

April 24, 2026
ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

April 24, 2026
ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

April 24, 2026
ନୟାଗଡ଼ ପୌର ପରିଷଦ ଅଞ୍ଚଳରେ ଚାଲିଛି ଗୃହ ଗଣନା

ନୟାଗଡ଼ ପୌର ପରିଷଦ ଅଞ୍ଚଳରେ ଚାଲିଛି ଗୃହ ଗଣନା

April 23, 2026
ଜିଲ୍ଲାରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ:ଆରକ୍ଷୀ ଅଧିକ୍ଷକଙ୍କୁ ଭେଟିଲେ ବିଜେଡ଼ି ଟିମ:ଜୋର୍ ଧରିଲା ଏସଡିପିଓଙ୍କ ଗିରଫ୍ ଦାବି

ଜିଲ୍ଲାରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ:ଆରକ୍ଷୀ ଅଧିକ୍ଷକଙ୍କୁ ଭେଟିଲେ ବିଜେଡ଼ି ଟିମ:ଜୋର୍ ଧରିଲା ଏସଡିପିଓଙ୍କ ଗିରଫ୍ ଦାବି

April 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!