Friday, April 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସିବିଏସଇ ପରୀକ୍ଷା ପରିଚାଳନାରେ ଅନିୟମିତତା, ୨ ଅଧ୍ୟକ୍ଷଙ୍କ ସମେତ ୫ କ୍ଷକଙ୍କୁ ନିଲମ୍ବିତ

by ସଞ୍ଜୟ ସ୍ୱାଇଁ
May 29, 2025
in Education, State
ସିବିଏସଇ ପରୀକ୍ଷା ପରିଚାଳନାରେ ଅନିୟମିତତା, ୨ ଅଧ୍ୟକ୍ଷଙ୍କ ସମେତ ୫ କ୍ଷକଙ୍କୁ ନିଲମ୍ବିତ
28
VIEWS
Share on FacebookShare on Twitter

ବରଗଡ଼, (ବାଘୁଆବାର୍ତ୍ତା): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡର ୨ସିବିଏସଇ ପରୀକ୍ଷାକେନ୍ଦ୍ରରେ ପରୀକ୍ଷା ପରିଚାଳନାରେ ଅନିୟମିତତା ହୋଇଥିବା ଦର୍ଶାଇ ୨ଓଡିଶା ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷଙ୍କ ସମେତ ୫ ଶିକ୍ଷକଙ୍କୁ ନିଲମ୍ବିତ କରାଯାଇଛି। ଏହା ସହିତ ଅନ୍ୟ ୩୩ଶିକ୍ଷୟିତ୍ରୀ, ଶିକ୍ଷକ ମାନଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଶିକ୍ଷା ବିଭାଗ ତାର ସୋସିଆଲ ମିଡ଼ିଆ ପ୍ଲାଟଫର୍ମ EducationOdishaରେ ଏହି ସୂଚନା ଦେଇଛି। ସୂଚନା ଥାଉ କି, ପଦ୍ମପୁର ଉପଖଣ୍ଡର ୨ସିବିଏସଇ ପରୀକ୍ଷାକେନ୍ଦ୍ରରେ ଦଶମ, ଦ୍ବାଦଶ ଶ୍ରେଣୀର ପରୀକ୍ଷାଫଳ ପ୍ରକାଶନକୁ ନେଇ ଅସନ୍ତୋଷ ଲାଗି ରହିଛି। ପ୍ରଥମେ ଏହି ପରୀକ୍ଷାକେନ୍ଦ୍ରର ପରୀକ୍ଷାଫଳକୁ ସ୍ଥଗିତ ରଖାଯାଇଥିଲା। ଏହାର ପ୍ରତିବାଦରେ ଅଭିଭାବକ ଏବଂ ପରୀକ୍ଷାର୍ଥୀମାନେ ଧାରଣା, ଅନଶନକୁ ଓହ୍ଲାଇଥିଲେ। ଏହାପରେ ପରୀକ୍ଷାଫଳ ପ୍ରକାଶ ପାଇଛି। ତେବେ ସମୁଦାୟ ୧୧୮୫ ପରୀକ୍ଷାର୍ଥିମାନଙ୍କ ମଧ୍ୟରୁ କେବଳ ୩୦୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ ଅନ୍ୟ ୮୮୫ଜଣ ପରୀକ୍ଷାର୍ଥୀଙ୍କ ପରୀକ୍ଷାଫଳକୁ ରବ୍ଦ କରି ଦିଆଯାଇଛି। ଏହାକୁ ନେଇ ପଦ୍ମପୁର ଉପଖଣ୍ଡରେ ଏବେ ମଧ୍ୟ ଅସନ୍ତୋଷ କୁହୁଳୁଛି।

ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

April 24, 2026
ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

April 24, 2026
ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

April 24, 2026
ନୟାଗଡ଼ ପୌର ପରିଷଦ ଅଞ୍ଚଳରେ ଚାଲିଛି ଗୃହ ଗଣନା

ନୟାଗଡ଼ ପୌର ପରିଷଦ ଅଞ୍ଚଳରେ ଚାଲିଛି ଗୃହ ଗଣନା

April 23, 2026
ଜିଲ୍ଲାରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ:ଆରକ୍ଷୀ ଅଧିକ୍ଷକଙ୍କୁ ଭେଟିଲେ ବିଜେଡ଼ି ଟିମ:ଜୋର୍ ଧରିଲା ଏସଡିପିଓଙ୍କ ଗିରଫ୍ ଦାବି

ଜିଲ୍ଲାରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ:ଆରକ୍ଷୀ ଅଧିକ୍ଷକଙ୍କୁ ଭେଟିଲେ ବିଜେଡ଼ି ଟିମ:ଜୋର୍ ଧରିଲା ଏସଡିପିଓଙ୍କ ଗିରଫ୍ ଦାବି

April 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!