Friday, April 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜିଠୁ ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋଶିପ୍ ପାଇଁ ଆବେଦନ

by ସଞ୍ଜୟ ସ୍ୱାଇଁ
May 29, 2025
in State
ଆଜିଠୁ ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋଶିପ୍ ପାଇଁ ଆବେଦନ
34
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଆଣ୍ଡ୍ ଇନୋଭେଶନ୍ ଫେଲୋଶିପ୍ ପ୍ରୋଗ୍ରାମ୍ ଅଧୀନରେ ଗୁରୁବାରଠାରୁ ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋଶିପ୍ ପାଇଁ ଆବେଦନ ଆରମ୍ଭ ହେବ। ପିଏଚ୍ଡି ଆଶାୟୀମାନେ ସାମ୍ସ ମାଧ୍ୟମରେ ଆବେଦନ କରିପାରିବେ। ଜୁନ୍ ୨୪ ଆବେଦନର ଶେଷ ତାରିଖ ରହିଛି। ଆବେଦନରେ କୌଣସି ପରିବର୍ତ୍ତନ କିମ୍ବା ତ୍ରୁଟି ଥିଲେ ଆବେଦନକାରୀ ୨୫ ତାରିଖରେ ସଂଶୋଧନ କରିପାରିବେ। ତେବେ ଏହିଦିନ ନୂଆ ଆବେଦନ କରିହେବ ନାହିଁ। ଜୁଲାଇ ୩ରେ ଓକାକ୍ ପକ୍ଷରୁ ଆବେଦନକାରୀଙ୍କ ତଥ୍ୟ ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦ (ଓଏସ୍ଏଚ୍ଇସି)ରେ ଦାଖଲ କରାଯିବ। ପରବର୍ତ୍ତୀ ସମୟରେ ଓଏସ୍ଏଚ୍ଇସି ପକ୍ଷରୁ ଆବେଦନକାରୀଙ୍କ ଦ୍ୱାରା ପ୍ରଦତ୍ତ ତଥ୍ୟ ଯାଞ୍ଚ କରାଯିବ। ସୂଚନା ଥାଉକି, ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଅଧୀନସ୍ଥ ୧୫ଟି ବିଶ୍ୱବିଦ୍ୟାଳୟରେ ଗବେଷଣା ପାଇଁ ଛାତ୍ରୀଛାତ୍ର ସୁଯୋଗ ପାଇବେ।

ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

April 24, 2026
ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

April 24, 2026
ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

April 24, 2026
ନୟାଗଡ଼ ପୌର ପରିଷଦ ଅଞ୍ଚଳରେ ଚାଲିଛି ଗୃହ ଗଣନା

ନୟାଗଡ଼ ପୌର ପରିଷଦ ଅଞ୍ଚଳରେ ଚାଲିଛି ଗୃହ ଗଣନା

April 23, 2026
ଜିଲ୍ଲାରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ:ଆରକ୍ଷୀ ଅଧିକ୍ଷକଙ୍କୁ ଭେଟିଲେ ବିଜେଡ଼ି ଟିମ:ଜୋର୍ ଧରିଲା ଏସଡିପିଓଙ୍କ ଗିରଫ୍ ଦାବି

ଜିଲ୍ଲାରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ:ଆରକ୍ଷୀ ଅଧିକ୍ଷକଙ୍କୁ ଭେଟିଲେ ବିଜେଡ଼ି ଟିମ:ଜୋର୍ ଧରିଲା ଏସଡିପିଓଙ୍କ ଗିରଫ୍ ଦାବି

April 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!