Friday, April 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାରତୀୟ ସେନାଙ୍କୁ ସମ୍ମାନ ଜଣାଇବ କଂଗ୍ରେସ

by ସଞ୍ଜୟ ସ୍ୱାଇଁ
May 29, 2025
in State
ଭାରତୀୟ ସେନାଙ୍କୁ ସମ୍ମାନ ଜଣାଇବ କଂଗ୍ରେସ
33
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): କଂଗ୍ରେସ ଭବନ ସାମ୍ନା ମାଷ୍ଟରକ୍ୟାଣ୍ଟିନ ଛକରେ ଭାରତୀୟ ସେନାକୁ ସମ୍ମାନ ଜଣାଇ “ଜୟ ହିନ୍ଦ୍” ସଭା ଅନୁଷ୍ଠିତ ହୋଇଛି। ପିସିସି ସଭାପତି ଭକ୍ତଚରଣ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ହରିୟାଣା ରୋହତ୍ତକର ସାଂସଦ ଦୀପେନ୍ଦ୍ର ସିଂହ ହୁଡା ଅତିଥି ଭାବେ ଯୋଗ ଦେଇଛନ୍ତି। ଏହି ଅବସରରେ ଦିପେନ୍ଦ୍ର ସିଂହ ହୁଡ଼ା, ଓଡ଼ିଶା କଂଗ୍ରେସ ପ୍ରଭାରୀ ଅଜୟ କୁମାର ଲଲୁ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ, ପୂର୍ବତନ ପିସିସି ସଭାପତି ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ଶରତ ପଟ୍ଟନାୟକ ପ୍ରମୁଖ ସେନାର ଅବସରପ୍ରାପ୍ତ ଅଧିକାରୀଙ୍କୁ ସମ୍ମାନିତ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ, ସୁରେଶ କୁମାର ରାଉତରାୟ, ପୂର୍ବତନ ସାଂସଦ ଅନନ୍ତ ପ୍ରସାଦ ସେଠୀ, ରାମଚନ୍ଦ୍ର ଖୁଣ୍ଟିଆ, ପିସିସି ଉପସଭାପତି ତାରାପ୍ରସାଦ ବାହିନୀପତି, ସସ୍ମିତା ବେହେରା ପ୍ରମୁଖ ବକ୍ତବ୍ୟ ରଖିଥିଲେ। ପୂର୍ବତନ ବାଙ୍କୀ ବିଧାୟକ ଦେବାଶିଷ ପଟ୍ଟନାୟକ କାର୍ଯ୍ୟକ୍ରମ ପରିଚାଳନା କାରିଥିଲେ।

ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

April 24, 2026
ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

April 24, 2026
ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

April 24, 2026
ନୟାଗଡ଼ ପୌର ପରିଷଦ ଅଞ୍ଚଳରେ ଚାଲିଛି ଗୃହ ଗଣନା

ନୟାଗଡ଼ ପୌର ପରିଷଦ ଅଞ୍ଚଳରେ ଚାଲିଛି ଗୃହ ଗଣନା

April 23, 2026
ଜିଲ୍ଲାରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ:ଆରକ୍ଷୀ ଅଧିକ୍ଷକଙ୍କୁ ଭେଟିଲେ ବିଜେଡ଼ି ଟିମ:ଜୋର୍ ଧରିଲା ଏସଡିପିଓଙ୍କ ଗିରଫ୍ ଦାବି

ଜିଲ୍ଲାରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ:ଆରକ୍ଷୀ ଅଧିକ୍ଷକଙ୍କୁ ଭେଟିଲେ ବିଜେଡ଼ି ଟିମ:ଜୋର୍ ଧରିଲା ଏସଡିପିଓଙ୍କ ଗିରଫ୍ ଦାବି

April 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!