Friday, April 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିକ୍ରି ଶିଶୁ ଭୁବନରୁ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
May 29, 2025
in State
ବିକ୍ରି ଶିଶୁ ଭୁବନରୁ ଉଦ୍ଧାର
11
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ପାରିବାରିକ ବିବାଦରୁ ବିକ୍ରି ହୋଇଥିବା ଶିଶୁ ଢେଙ୍କାନାଳ ଭୁବନରୁ ଉଦ୍ଧାର କଲା ଯାଜପୁର ପୋଲିସ।ଉଦ୍ଧାର ପରେ ଶିଶୁକୁ ଜିଲା ଶିଶୁ ସୁରକ୍ଷା ୟୁନିଟକୁ ହସ୍ତାନ୍ତର।ଯାଜପୁର ବ୍ଲକ ବଡସୁଆର ଅଞ୍ଚଳର ପ୍ରଶାନ୍ତ ପରିଡା ଏବଂ ପୂଜାଙ୍କ ୮ ବର୍ଷର ଶିଶୁପୁତ୍ରକୁ ବିକ୍ରି କରାଯାଇଥିବା ଅଭିଯୋଗ ହୋଇଥିଲା। ସ୍ବାମୀ ଠାରୁ ସ୍ତ୍ରୀ ଅଲଗା ରହିବାବେଳେ ସ୍ତ୍ରୀ ପୂଜା ୧୮ ହଜାର ଟଙ୍କାରେ ବିକ୍ରି କରି ଦେଇଥିଲେ। ଏ ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଥିଲା। ଉକ୍ତ ଶିଶୁପୁତ୍ରକୁ ଏବେ ୮ ବର୍ଷ ହୋଇଥିବା ବେଳେ ତାଙ୍କୁ ଭୁବନ ଅଞ୍ଚଳର ସନ୍ତୋଷ କୁମାର ନାୟକଙ୍କ ଘରୁ ଉଦ୍ଧାର କରାଯାଇଛି। ଶିଶୁ ସୁରକ୍ଷା ୟୁନିଟ ଉଦ୍ଧାର ଶିଶୁକୁ ଆଣି ଶିଶୁ ମଙ୍ଗଳ ସମିତି ନିକଟରେ ହାଜର କରିବା ପରେ ଉତ୍କଳ ବାଳାଶ୍ରମରେ ରଖିଥିବା ସୂଚନା ମିଳିଛି।ଅନ୍ୟପଟେ ଯାଜପୁର ସଦର ଥାନା ପୋଲିସ ଅଭିଯୁକ୍ତ ମାକୁ ପଚରାଉଚରା ଜାରି ରଖିଛି।

ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

April 24, 2026
ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

April 24, 2026
ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

April 24, 2026
ନୟାଗଡ଼ ପୌର ପରିଷଦ ଅଞ୍ଚଳରେ ଚାଲିଛି ଗୃହ ଗଣନା

ନୟାଗଡ଼ ପୌର ପରିଷଦ ଅଞ୍ଚଳରେ ଚାଲିଛି ଗୃହ ଗଣନା

April 23, 2026
ଜିଲ୍ଲାରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ:ଆରକ୍ଷୀ ଅଧିକ୍ଷକଙ୍କୁ ଭେଟିଲେ ବିଜେଡ଼ି ଟିମ:ଜୋର୍ ଧରିଲା ଏସଡିପିଓଙ୍କ ଗିରଫ୍ ଦାବି

ଜିଲ୍ଲାରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ:ଆରକ୍ଷୀ ଅଧିକ୍ଷକଙ୍କୁ ଭେଟିଲେ ବିଜେଡ଼ି ଟିମ:ଜୋର୍ ଧରିଲା ଏସଡିପିଓଙ୍କ ଗିରଫ୍ ଦାବି

April 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!