Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଗନ୍ନାଥଙ୍କୁ ଦର୍ଶନ କଲେ ଆକାଶ ଆମ୍ବାନୀ

by ସଞ୍ଜୟ ସ୍ୱାଇଁ
May 29, 2025
in State
ଜଗନ୍ନାଥଙ୍କୁ ଦର୍ଶନ କଲେ ଆକାଶ ଆମ୍ବାନୀ
67
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ଭାରତର ବିଶିଷ୍ଟ ଶିଳ୍ପପତି ତଥା ରିଲାଏନ୍ସ ଜିଓର ପ୍ରତିଷ୍ଠାତା ମୁକେଶ ଅମ୍ବାନୀ। ତାଙ୍କ ବଡ ପୁଅ ଆକାଶ ଅମ୍ବାନୀ ଗତକାଲି ବିଳମ୍ବିତ ରାତିରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରି ଆର୍ଶୀବାଦ ନେଇଛନ୍ତି। ସିଂହଦ୍ଵାର ଥାନା ପାଖରେ ଆକାଶ ଅମ୍ବାନୀ ପହଞ୍ଚିବା ପରେ ତାଙ୍କୁ ଶ୍ରୀମନ୍ଦିର ପ୍ରଶାସନ ଓ ପୋଲିସ ତରଫରୁ ସ୍ଵାଗତ କରାଯାଇଥିଲା। କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଶ୍ରୀମନ୍ଦିର ଭିତରକୁ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ ଆକାଶ ଅମ୍ବାନୀ। କୌଳିକପଣ୍ଡା ଜଗନ୍ନାଥ କର ଆକାଶ ଅମ୍ବାନୀଙ୍କୁ ଶ୍ରୀମନ୍ଦିର ଭିତରକୁ ନେଇଥିଲେ। ମହାପ୍ରଭୁଙ୍କ ଦର୍ଶନ ସେ ବେଶ୍ ଖୁସି ପ୍ରକଟ କରିଥିଲେ ବୋଲି ତାଙ୍କ କୌଳିକପଣ୍ଡା କହିଛନ୍ତି। ପ୍ରାୟ ଅଧଘଣ୍ଟା ପର୍ଯ୍ୟନ୍ତ ଆକାଶ ଅମ୍ବାନୀ ଶ୍ରୀମନ୍ଦିର ଭିତରେ ସମୟ ଅତିବାହିତ କରିଥିବା ବେଳେ ପ୍ରାୟ ୧୫ ମିନିଟ ଧରି ମହାପ୍ରଭୁଙ୍କ ଦର୍ଶନ କରି ଆର୍ଶୀବାଦ ନେଇଥିଲେ ବୋଲି କହିଛନ୍ତି ତାଙ୍କ କୌଳିକପଣ୍ଡା। ଶ୍ରୀମନ୍ଦିରରୁ ପ୍ରତ୍ୟାବର୍ତ୍ତନ ସମୟରେ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ମହାପ୍ରଭୁଙ୍କ ଲାଗି ଖଣ୍ଡୁଆ ପ୍ରଦାନ କରାଯିବା ମହାପ୍ରଭୁଙ୍କ ପ୍ରତିମୂର୍ତ୍ତି ପ୍ରଦାନ କରିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!