Thursday, April 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଖଣ୍ଡଳମଣିଙ୍କ ଶିବବିବାହ ପାଇଁ ପୀଠ ଚଳଚଞ୍ଚଳ, ଆଜି ମଙ୍ଗନ କାଲି ବାହାଘର

by ସଞ୍ଜୟ ସ୍ୱାଇଁ
May 30, 2025
in State
ଆଖଣ୍ଡଳମଣିଙ୍କ ଶିବବିବାହ ପାଇଁ ପୀଠ ଚଳଚଞ୍ଚଳ, ଆଜି ମଙ୍ଗନ କାଲି ବାହାଘର
20
VIEWS
Share on FacebookShare on Twitter

ଭଦ୍ରକ,(ବାଘୁଆବାର୍ତ୍ତା): ଜ୍ଯେଷ୍ଠମାସ ଶୁକ୍ଳପକ୍ଷ ପଞ୍ଚମୀ ତଥି ଅର୍ଥାତ ଆସନ୍ତାକାଲି ଶନିବାର ଦିନ ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ଅନୁଷ୍ଠିତ ହେବ ଶିବବିବାହ ଉତ୍ସବ। ଏଥିପାଇଁ ଚଳଚଞ୍ଚଳ ହୋଇ ଉଠିଛି ସମଗ୍ର ଆରଡି ପୀଠ। ବରପିତା ଓ କନ୍ଯାପିତାଙ୍କ ସହ ସମସ୍ତଙ୍କ ଘରେ ବନ୍ଧୁପରିଜନଙ୍କ ଭିଡ ଜମିଲାଣି। ଦେବଦମ୍ପତିଙ୍କ ବିବାହ ବୈଦିକ ରୀତିନୀତି ଓ ଲୋକାଚାରରେ ହେଉଥିବାରୁ ଆଜି ମଙ୍ଗଳକୃତ୍ଯ ଓ ହଳଦୀ ସ୍ନାନ ନୀତି ସମ୍ପନ୍ନ ହୋଇଛି। ଶନିବାର ବିବାହ ବନ୍ଧନରେ ବାନ୍ଧି ହେବେ ଦେବଦମ୍ପତି।

ମାନବିୟ ଭାବେ ବାବାମଣିଙ୍କ ଚଳନ୍ତିପ୍ରତିମା ହର , ମାତା ପାର୍ବତୀଙ୍କ ଚଳନ୍ତିପ୍ରତିମା ଗୌରୀଙ୍କୁ ବରପିତା ଓ କନ୍ଯାପିତା ନିଜ ଘରକୁ ଆଣିବା ପରେ ଲୋକାଚାରରେ ମଙ୍ଗୁଳା ନୀତି କାର୍ଯ୍ଯ କରୁଛନ୍ତି। ବିବାହ ନିମନ୍ତେ ମନ୍ଦିର ସମୁଖରେ କାରିଗରୀଙ୍କ ପକ୍ଷରୁ ବେଦୀ ନିର୍ମାଣ ଚାଲିଥିବା ବେଳେ ତୋରଣ ଓ ଆଲୋକ ସଜା କାର୍ଯ୍ଯ ଶେଷ ପ୍ରଯ୍ଯାୟରେ ପହଁଚିଛି। ସେହିପରି ପିରାହାଟସ୍ଥିତ ପ୍ରଦେଶ ସେବା ସଂଘଠନ ପକ୍ଷରୁ ମାଙ୍ଗଳିକ ଚିତ୍ର କରାଯାଇଛି। ବିବାହ ଉତ୍ସବରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ଆଶଙ୍କା ଥିବାରୁ ଜିଲା ଓ ପୋଲିସ ପ୍ରଶାସନ ପକ୍ଷରୁ ବ୍ଯାପକ ବ୍ଯବସ୍ଥା କରାଯିବ ପୀଠରେ। ସେହିପରି ଜଳପଥ ଓ ସ୍ଥଳପଥରେ ତ୍ରିସ୍ତରୀୟ ସୁରକ୍ଷା ବ୍ଯବସ୍ଥା କରାଯିବ।

ନୟାଗଡ଼ ପୌର ପରିଷଦ ଅଞ୍ଚଳରେ ଚାଲିଛି ଗୃହ ଗଣନା

ନୟାଗଡ଼ ପୌର ପରିଷଦ ଅଞ୍ଚଳରେ ଚାଲିଛି ଗୃହ ଗଣନା

April 23, 2026
ଜିଲ୍ଲାରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ:ଆରକ୍ଷୀ ଅଧିକ୍ଷକଙ୍କୁ ଭେଟିଲେ ବିଜେଡ଼ି ଟିମ:ଜୋର୍ ଧରିଲା ଏସଡିପିଓଙ୍କ ଗିରଫ୍ ଦାବି

ଜିଲ୍ଲାରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ:ଆରକ୍ଷୀ ଅଧିକ୍ଷକଙ୍କୁ ଭେଟିଲେ ବିଜେଡ଼ି ଟିମ:ଜୋର୍ ଧରିଲା ଏସଡିପିଓଙ୍କ ଗିରଫ୍ ଦାବି

April 23, 2026
ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

April 22, 2026
ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!