Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶୀକାରି ଗୁଳିରେ ଆଦିବାସୀ ମୃତ୍ୟୁ ଘଟଣା, ଦରପୋଡ଼ା ଶବ ଜବତ

by ସଞ୍ଜୟ ସ୍ୱାଇଁ
May 30, 2025
in Crime, Nayagarh, State
ଶୀକାରି ଗୁଳିରେ ଆଦିବାସୀ ମୃତ୍ୟୁ ଘଟଣା, ଦରପୋଡ଼ା ଶବ ଜବତ
147
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ବନଖଣ୍ଡ ଅନ୍ତର୍ଗତ ପଞ୍ଚରିଡ଼ା ବନାଞ୍ଚଳ ଗୋଚ୍ଛା ସଂରକ୍ଷିତ ଜଙ୍ଗଲରେ ଶୀକାରି ଗୁଳିରେ ଜଣେ ଆଦିବାସୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ସ୍ଥାନୀୟ ଲୋକଙ୍କଠାରୁ ମିଳିଥିବା ସୂଚନାନୁସାରେ ଗୋଚ୍ଛା ଗ୍ରାମର ହୀନ ପ୍ରଧାନଙ୍କ ନିକଟସ୍ଥ ଗ୍ରାମର ସନ୍ତୋଷ ସାହୁ ଓ ମିଟୁ ପ୍ରଧାନ ଗତକାଲି ରାତିରେ ଜଙ୍ଗଲକୁ ଡାକି ନେଇଥିଲେ । ଶୀକାର କରିବା ସମୟରେ ଅସାବଧନତା କାରଣରୁ ଗୁଳି ହୀନଙ୍କ ଦେହରେ ବାଜିଥିଲା । ଏହି ଘଟଣାରେ ଜଙ୍ଗଲ ଭିତରେ ହୀନଙ୍କ ମୃତ୍ୟୁ ହୋଇଛି । ମୃତ୍ୟୁ ଖବର ଆଜି ସକାଳୁ ମିଳିବା ପରେ କିଛି ଗ୍ରାମବାସୀ ଶୀକାରିଙ୍କ ସହ ମିଶି ଏହାକୁ ଚପାଇ ଦେବାକୁ ଉଦ୍ୟମ କରିଛନ୍ତି । ୪ ଲକ୍ଷ ଟଙ୍କା ଓ ୩ ମାଣ ଜମି ବଦଳରେ ଘଟଣାକୁ ଆପୋଷ ସମାଧାନ କରାଯାଇଥିଲା । ଶବକୁ ଜଙ୍ଗଲ ଭିତରକୁ ନେଇ ପୋଡ଼ି ଦିଆଯାଉଥିବା ବେଳେ ଶରଣକୁଳ ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରିଛନ୍ତି । ଗ୍ରାମବାସୀଙ୍କ ବିରୋଧ ସେତ୍ୱ ପୁଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ୧୦ ରୁ ଉର୍ଦ୍ଧ୍ୱ ଲୋକଙ୍କୁ ଅଟକ ରଖିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!