Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଆଇନ ସଚେତନତା ଶିବିର

by ସଞ୍ଜୟ ସ୍ୱାଇଁ
May 30, 2025
in Nayagarh, State
ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଆଇନ ସଚେତନତା ଶିବିର
51
VIEWS
Share on FacebookShare on Twitter

ନୟାଗଡ, (ବାଘୁଆବାର୍ତ୍ତା): ନୟାଗଡ ଜିଲ୍ଲା ଦୌରା ଜଜ ତଥା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶକ୍ରମେ ସଚିବ ଅଞ୍ଜଳି ମଚ୍ଛଖଣ୍ଡଙ୍କ ତତ୍ବାବଧାନରେ ନୟାଗଡ ରାମେଶ୍ଵର ସାହି ମଙ୍ଗଳା ମନ୍ଦିର ପ୍ରାଙ୍ଗଣରେ ବସ୍ତି ବାସିନ୍ଦାମାନଙ୍କୁ ନେଇ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଆଇନ ସେବା ପ୍ରାଧିକରଣର କର୍ମଚାରୀ ପବନ କୁମାର ବେହେରା ଅତିଥି ମାନଙ୍କର ପରିଚୟ ପ୍ରଦାନ କରିଥିଲା ବେଳେ ମୁଖ୍ୟ ଅତିଥି ଭାବେ ଅଞ୍ଜଳି ମଚ୍ଛଖଣ୍ଡ ସ୍ଵାଗତ ଭାଷଣ ଦେଇ ଜିଲ୍ଲା ଆଇନ ସେବା ପ୍ରାଧିକରଣ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ ।

ଏଥିରେ ସମ୍ମାନିତ ଅତିଥି ଭାବେ ବରିଷ୍ଠ ଅଧିବକ୍ତା ତଥା ଜି.ପି ଦଣ୍ଡପାଣି ସ୍ଵାଇଁ ଓ ରମେଶ ଚନ୍ଦ୍ର ମହାରଣା ଯୋଗଦେଇ ଆଇନ ସେବା ପ୍ରାଧିକରଣ ଅଧିନିୟମ ୧୯୮୭ର ନିଃଶୁଳ୍କ ଆଇନ ସେବା ଉପରେ ସଚେତନ କରାଇଥିଲେ । ତତସହିତ ଏଥିରେ କନସିଲିଏଟର କ୍ଷଣପ୍ରଭା କର, ଓକିଲ କବିତା ମିଶ୍ର ଓ ସ୍ଵେଚ୍ଛାସେବୀ ଅମନ ମିଶ୍ର ଯୋଗ ଦେଇଥିଲେ । ଏଥିରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ କର୍ମଚାରୀ ଗଦାଧର ବିଶ୍ଵାଳ, ପ୍ରଶାନ୍ତ କୁମାର ସାହୁ, ରାଜେଶ ବାରିକ ଓ ସମସ୍ତ ପାରା ଲିଗାଲ ସ୍ଵେଚ୍ଛାସେବୀ ସହଯୋଗ କରିଥିଲେ ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!