Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଫାଣ୍ଡି ଅଧିକାରୀ ନିଲମ୍ବିତ

by ସଞ୍ଜୟ ସ୍ୱାଇଁ
March 13, 2021
in Feature News
ଫାଣ୍ଡି ଅଧିକାରୀ ନିଲମ୍ବିତ
873
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା):  ଫାଣ୍ଡି ପରିସରରେ ଥିବା ଏକ ଜବତ ଗାଡ଼ି ଭିତରୁ ଜଣେ ମହିଳାଙ୍କ ମୃତଦେହ ମିଳିବା ଘଟଣାରେ ଜଟଣୀ ଥାନା ଯାଁଳା ଫାଣ୍ଡି ଅଧିକାରୀ ସତ୍ୟବ୍ରତ ଗ୍ରହାଚାର୍ଯ୍ୟ(ଏସ୍ଆଇ)ଙ୍କୁ ନିଲମ୍ବିତ କରାଯାଇଛି। ଫାଣ୍ଡି ପରିସରରେ ଥିବା ଜବତ ଗାଡ଼ିରେ ମହିଳା ମୃତ୍ୟୁବରଣ କରିଥିଲେ ମଧ୍ୟ ଥାନା ଅଧିକାରୀ ଜାଣି ନ ପାରି କର୍ତ୍ତବ୍ୟରେ ଅବହେଳା କରିଛନ୍ତି। ଏଣୁ ତାଙ୍କୁ ନିଲମ୍ବିତ କରାଯାଇଥିବା କହିଛନ୍ତି ଡିସିପି ଉମାଶଙ୍କର ଦାଶ। ଗତ ୮ ତାରିଖ ଦିନ ଏହି ମୃତଦେହ ଗାଡ଼ି ପଛରୁ ମିଳିଥିଲା। ଦୀର୍ଘ ଦିନ ହେବ ଶବ ପଡ଼ି ରହିଥିବାରୁ ଶବଟି ପଚି ଯାଇଥିଲା। ଏମ୍ସରେ ଶବ ବ୍ୟବଚ୍ଛେଦ କରାଯାଇଥିଲା। ବ୍ୟବଚ୍ଛେଦ ରିପୋର୍ଟରେ ମହିଳାଙ୍କର ରୋଗରେ ମୃତ୍ୟୁ ହୋଇଥିବା ଉଲ୍ଲେଖ ଅଛି। ତେବେ ମହିଳା ଜଣକ କିଏ? କିଭଳି ଭିତରକୁ ଗଲେ?। ଜବତ ଗାଡ଼ି କାହିଁକି ଖୋଲା ରହିଥିଲା? ରୋଗରେ ମୃତ୍ୟୁ ହୋଇଛି ନା ପଛରେ ଆଉ କିଛି ରହସ୍ୟ ରହିଛି? ଏ ସବୁ ପ୍ରଶ୍ନ ଏବେ ଫାଣ୍ଡି ଅଧିକାରୀଙ୍କୁ ସନ୍ଦେହ ଘେରକୁ ଟାଣିଛି। ତେବେ ମାମଲାର ତଦନ୍ତ କରାଯାଉଛି। ମହିଳାଙ୍କ ପରିଚୟ ସହ ମୃତ୍ୟୁ ପଛର କାରଣ ସମ୍ବନ୍ଧରେ ଖୁବ୍‌ଶୀଘ୍ର ଜଣାପଡ଼ିବ ବୋଲି କହିଛନ୍ତି ଡିସିପି ଶ୍ରୀ ଦାଶ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!