Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁର୍ବଳ ହେବ ଅବପାତ

by ସଞ୍ଜୟ ସ୍ୱାଇଁ
May 31, 2025
in State
ଦୁର୍ବଳ ହେବ ଅବପାତ
87
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା) : ଆସନ୍ତା ୧୨ ଘଣ୍ଟାରେ ଦୁର୍ବଳ ହେବ ଅବପାତ । ଉତ୍ତର ବାଂଲାଦେଶ ଓ ସଂଲଗ୍ନ ମେଘାଳୟ ଉପରେ ଥିବା ଏହି ଅବପାତ ୧୨ ଘଣ୍ଟା ମଧ୍ୟରେ ଦୁର୍ବଳ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ। ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ବର୍ଷା ନାହିଁ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଶନିବାର ରାଜ୍ୟର ଅଳ୍ପ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ରବିବାର ଉପକୂଳ ଓଡ଼ିଶା, ମୟୂରଭଞ୍ଜ ଓ କେନ୍ଦୁଝର ସମେତ ଅନ୍ୟ କିଛି ସ୍ଥାନରେ ସ୍ପଳ୍ପ ବର୍ଷା ସମ୍ଭାବନା ଅଛି। ସୋମବାର କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ ଗଜପତିର କିଛି ସ୍ଥାନରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ। ୩, ୪ ଓ ୫ ତାରିଖରେ ମାଲକାନଗିରି, କୋରାପୁଟ ସମେତ ଦକ୍ଷିଣ ଓଡ଼ିଶାର ଅଳ୍ପ କିଛି ସ୍ଥାନରେ ବର୍ଷା ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ମୌସୁମୀ ବାୟୁ ଭବାନୀପାଟଣା ଓ ପୁରୀ ଅତିକ୍ରମ କରିଛି। ଶୁକ୍ରବାର ବରଗଡ଼ ଜିଲ୍ଲାରେ ୩୫.୪ ମିମି ବର୍ଷା ହୋଇଛି । ବଲାଙ୍ଗିରରେ ୨୬.୫ ଓ ଚାନ୍ଦବାଲିରେ ୨୬.୮ ମିମି ବର୍ଷା ରେକର୍ଡ ହୋଇଛି।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!