Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାଓବାଦୀ ଖଞ୍ଜିଥିବା ଆଇଡି ବିସ୍ଫୋରଣ, ୩ ଗୁରୁତର

by ସଞ୍ଜୟ ସ୍ୱାଇଁ
May 31, 2025
in State
ମାଓବାଦୀ ଖଞ୍ଜିଥିବା ଆଇଡି ବିସ୍ଫୋରଣ, ୩ ଗୁରୁତର
47
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା) : ମାଲକାନଗିରି ଜିଲ୍ଲା ସୀମାନ୍ତରେ ମାଓବାଦୀଙ୍କ ଦ୍ଵାରା ଖଞ୍ଜା ଯାଇଥିବା ଆଇଡି ବୋମା ବିସ୍ଫୋରଣ ଯୋଗୁଁ ୩ ଜଣ ଗ୍ରାମବାସୀ ଗୁରୁତର ଆହତ ହୋଇଥିବା ଜଣାପଡିଛି। ତେବେ ଆହତଙ୍କ ମଧ୍ୟରେ ଜଣେ ନାବାଳକ ରହିଥିବା ବେଳେ ସମସ୍ତଙ୍କ ଚିକିତ୍ସା ଜାରି ରହିଛି। ସୂଚନା ଅନୁଯାୟୀ ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାର ମଦେଡ ଥାନା ଅନ୍ତର୍ଗତ ବନ୍ଦେପାରା ଅଂଚଳରେ ମାଓବାଦୀ ମାନେ ଯବାନଙ୍କୁ ଟାର୍ଗେଟ କରି ଆଇଡି ବୋମା ଖଞ୍ଜିଥିଲେ। ତେବେ ସେହି ଅଞ୍ଚଳରେ ଏରାଗୁପା ଅଞ୍ଚଳର କିଛି ଗ୍ରାମବାସୀ ଯାଉଥିବା ବେଳେ ଖଞ୍ଜାଯାଇଥିବା ବୋମାଟି ବିସ୍ଫୋରଣ ଘଟିଥିଲା। ଫଳରେ ଏରାଗୁଫା ଗ୍ରାମର ଗୋଟେ ଜଗା(୪୫), ବଡ୍ଡେ ସୁନୀଲ(୨୦) ଏବଂ ନାବାଳକ ବିବେକ ଢୋଢି(୧୭)। ବୋମା ବିସ୍ଫୋରଣର ଶଦ୍ଦ ଶୁଣି ସ୍ଥାନୀୟ ଲୋକେ ଜଙ୍ଗଲ ମଧ୍ୟରେ ପହଞ୍ଚି ଆହତ ହୋଇଥିବା ତିନି ଜଣଙ୍କୁ ଉଦ୍ଧାର କରିଥିଲେ। ସମସ୍ତ ଆହତଙ୍କୁ ବିଜାପୁର ମେଡିକାଲକୁ ନେଇ ଚିକିତ୍ସା କରାଯାଉଥିବା ଜଣାପଡିଛି। ଅପର ପକ୍ଷରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ସହ ତଲାସି ଅଭିଯାନ ଜାରି ରଖିଛି।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!