Thursday, April 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡିଆ ଅସ୍ମିତାକୁ ଓଡ଼ିଶାରେ ଅଣଦେଖା, ବନ୍ଦେ ଉତ୍କଳ ଜନନୀକୁ ଅସମ୍ମାନ

by ସଞ୍ଜୟ ସ୍ୱାଇଁ
May 31, 2025
in State
ଓଡିଆ ଅସ୍ମିତାକୁ ଓଡ଼ିଶାରେ ଅଣଦେଖା, ବନ୍ଦେ ଉତ୍କଳ ଜନନୀକୁ ଅସମ୍ମାନ
27
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଓଡିଆ ଅସ୍ମିତାକୁ ଓଡ଼ିଶାରେ ଅଣଦେଖା । ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀକୁ ଅସମ୍ମାନ । ଭୁବନେଶ୍ବରରେ ଅବସ୍ଥିତ ହିନ୍ଦୁସ୍ଥାନ ପେଟ୍ରୋଲିୟମ କର୍ପୋରେସନର ପୂର୍ବାଞ୍ଚଳ ଅଫିସରେ ଏକ କାର୍ଯ୍ୟକ୍ରମରେ ବନ୍ଦେ ଉତ୍କଳ ଜନନୀ ଗାନ କରାଯାଇଥିଲା । କିନ୍ତୁ ରାଜ୍ୟ ସଂଗୀତ ଗାନବେଳେ ଉପରିସ୍ଥ ଅଧିକାରୀମାନେ ନିଜ ନିଜ ଆସନରେ ବସି ରହିଥିବା ଦେଖିବାକୁ ମିଳିଥିଲା । ଏପରି ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି । ଯାହାକୁ ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି ।

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

April 22, 2026
ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!