Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅବକାରୀ ଆଇନ, ନିଯୁକ୍ତ ହେବେ ସ୍ୱତନ୍ତ୍ର ଅବକାରୀ ଓକିଲ

by ସଞ୍ଜୟ ସ୍ୱାଇଁ
May 31, 2025
in State
ଅବକାରୀ ଆଇନ, ନିଯୁକ୍ତ ହେବେ ସ୍ୱତନ୍ତ୍ର ଅବକାରୀ ଓକିଲ
51
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା): ବେଆଇନ ମଦ କାରବାରରେ ରୋକ୍ ଲଗାଇବା ନେଇ ବଡ଼ ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ । ମନ୍ତ୍ରୀ କହିଛନ୍ତି, ଅବକାରୀ ଆଇନରେ କଠୋର ହେବ ଦଣ୍ଡବିଧାନ ବ୍ୟବସ୍ଥା । ସେସନ କୋର୍ଟରେ ନିଯୁକ୍ତ ହେବେ ସ୍ୱତନ୍ତ୍ର ଅବକାରୀ ଓକିଲ । ରାଜ୍ୟରୁ ତମାଖୁ ବନ୍ଦ ହେବା ଦରକାର । ମଦର ପ୍ରସାରଣ ବନ୍ଦ ହେବାର ଆବଶ୍ୟକ ଅଛି । ଡ୍ରଗ୍ସ ମଧ୍ୟ ସମ୍ପୂର୍ଣ୍ଣ ବନ୍ଦ କରିବାକୁ ହେବ । ଓଡ଼ିଶାରେ ପ୍ରଥମ ଥର ପାଇଁ ଏମିତି ଏକ ବଡ଼ ସଚେତନତା କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଜୁନ୍ ୨୬ ଯାଏଁ ପ୍ରଥମ ପର୍ଯ୍ୟାୟ ସଚେତନତା ଚାଲିବ ଏବଂ ପରେ ଦ୍ଵିତୀୟ ପର୍ଯ୍ୟାୟ ହେବ । ବେଆଇନ ମଦ କାରବାର ରୋକିବାକୁ ଅନେକ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି ସରକାର । ଗତ ବର୍ଷ ସବୁଠାରୁ ଅଧିକ ପରିମାଣର ଗଞ୍ଜେଇ ଜବତ ହୋଇଛି । ଏନ୍‌ଫୋର୍ସମେଣ୍ଟ ଆହୁରି ଅଧିକ କରାଯିବ । ବେଆଇନ ମଦ କାରବାରକୁ ଓଡ଼ିଶା ସରକାର ଦମନ କରିବାକୁ ପ୍ରତିଶ୍ରୁତି ବଦ୍ଧ ବୋଲି ଆଇନ ମନ୍ତ୍ରୀ କହିଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!