Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚିକିତ୍ସା ଅବହେଳାରୁ ମହିଳା ମୃତ, ଚାପା ଉତ୍ତେଜନା

by ସଞ୍ଜୟ ସ୍ୱାଇଁ
June 1, 2025
in Nayagarh, State
ଚିକିତ୍ସା ଅବହେଳାରୁ ମହିଳା ମୃତ, ଚାପା ଉତ୍ତେଜନା
383
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳାରୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତକ ନୟାଗଡ଼ ବାଲୁଗାଁ ଗ୍ରାମର ବିଜେପି ନେତା ସଞ୍ଜୟ କୁମାର ନାୟକଙ୍କ ପତ୍ନୀ ମମତା ସ୍ବାଇଁ। ସେ ପ୍ରସବ ପାଇଁ ଗତକାଲି ରାତିରେ ଡାକ୍ତରଖାନା ଆସିଥିଲେ। ଡାକ୍ତର ତାଙ୍କୁ ଚିକିତ୍ସା କରି ନଥିଲେ। ଦୀର୍ଘ ସମୟ ଧରି ପ୍ରସବ ବେଦନାରେ ଚଟପଟ ହେବା ପରେ ମମତାଙ୍କ ମୃତ୍ୟୁ ହୋଇଛି। ଏହି ଘଟଣାକୁ ନେଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚାପା ଉତ୍ତେଜନା ଦେଖା ଯାଇଛି। ଡାକ୍ତରଙ୍କୁ ଗିରଫ ଦାବିରେ ଶହ ଶହ ଲୋକ ଡାକ୍ତରଖାନା ପରିସରରେ ରୁଣ୍ଡ ହୋଇଛନ୍ତି।

ଶାନ୍ତି ଶୃଙ୍ଖଳା ପାଇଁ ନୟାଗଡ଼ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ, ଏସଡିପିଓଙ୍କ, ୩ ଜଣ ଡିଏସପି ସମେତ ୫ ଜଣ ଇନ୍ସପେକ୍ଟର ଓ ଦୁଇ ପ୍ଳାଟୁନ ଫୋର୍ସ ମୁତୟନ କରାଯାଇଛି। ବିଜେପି ଜିଲ୍ଲା ସଭାପତି ତାପସ ମାର୍ଥା, ରଣପୁର ବ୍ଲକ୍ ଅଧ୍ୟକ୍ଷା ନିର୍ମଳା ବେହେରା, ବିଜେପି ନେତା ସନ୍ତୋଷ ପ୍ରଧାନଙ୍କ ସମେତ ବହୁ ପ୍ରଭାବଶାଳୀ ବ୍ୟକ୍ତି ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ନେତୃତ୍ୱରେ ଆଲୋଚନା ଚାଲିଛି।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!