Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶ୍ରୀମନ୍ଦିର, ଆଣ୍ଟି ଡ୍ରୋନ୍ ଟେକ୍ନୋଲୋଜି ପ୍ରକ୍ରିୟା ଆରମ୍ଭ

by ସଞ୍ଜୟ ସ୍ୱାଇଁ
June 1, 2025
in State
ଶ୍ରୀମନ୍ଦିର, ଆଣ୍ଟି ଡ୍ରୋନ୍ ଟେକ୍ନୋଲୋଜି ପ୍ରକ୍ରିୟା ଆରମ୍ଭ
64
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡ଼ିବା ଘଟଣାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ମନ୍ତ୍ରୀ କହିଛନ୍ତି, ଅନେକ ଦୋଷ ତ୍ରୁଟି ନଜରକୁ ଆସୁଛି । ଆଣ୍ଟି ଡ୍ରୋନ୍ ଟେକ୍ନୋଲୋଜି ବାବଦରେ ପୂର୍ବରୁ କହିଛି । ସେ ପ୍ରକ୍ରିୟା ଆରମ୍ଭ କରିଛୁ । ଟିକେ ସମୟ ଲାଗୁଛି । ଶ୍ରୀମନ୍ଦିର ସୁରକ୍ଷା, ଶୃଙ୍ଖଳା ଓ ଭକ୍ତଙ୍କ ସୁଗମତାକୁ ସରକାର ଗୁରୁତ୍ଵ ଦେଉଛନ୍ତି । ଖୁବ ଶୀଘ୍ର ଆମ ଯୋଜନାର ପ୍ରକୃତ ଚିତ୍ର ପ୍ରତିଫଳିତ ହେବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି । ସୂଚନାଯୋଗ୍ୟ ଯେ, ଶ୍ରୀମନ୍ଦିରର ଡ୍ରୋନ୍ ଭିଡିଓ ଭାଇରାଲ୍ ହୋଇଛି । ଭାଇରାଲ ଡ୍ରୋନ୍ ଭିଜୁଆଲ୍ରେ ଜଣେ ଚୁନରା ସେବକଙ୍କ ଚିତ୍ର ଦେଖିବାକୁ ମିଳିଛି । ଡ୍ରୋନ୍ ଉଡିବା ସମୟରେ ସେ ଜାଣିଥିବା ଭଳି ଦୃଶ୍ୟ ବାରି ହୋଇପଡୁଛି । କାରଣ ଯେତେବେଳେ ତାଙ୍କ ଚିତ୍ର ଉତ୍ତୋଳନ ହେଉଛି ସେତେବେଳେ ସେ ମୁଣ୍ଡିଆ ମାରୁଛନ୍ତି । ସେ ଭିଡିଓଟି ମଧ୍ୟ ଏଡିଟି କରାଯାଇଛି । ଚୁନରା ସେବକଙ୍କ ଦ୍ବାରା ୧୪ ହାତିଆ ମୁଖ୍ୟ ବାନା ଲଗାଯାଉଥିବା ସମୟର ଦୃଶ୍ୟ ମଧ୍ୟ ସେହି ଭିଡିଓରେ ରହିଛି । ଯେଉଁଠି ଆଣ୍ଟି ଡ୍ରୋନ୍ ସିଷ୍ଟମର କଥା କୁହାଯାଉଛି ସେଠାରେ ସାହାସ କରି ଡ୍ରୋନ୍ ଉଡ଼ାଯାଉଛି । ଯାହାକୁ ନେଇ ଏବେ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!