Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଘାଟିରେ ଘରୋଇ ବସ୍ ଦୁର୍ଘଟଣାଗ୍ରସ୍ତ

by ସଞ୍ଜୟ ସ୍ୱାଇଁ
June 2, 2025
in Accident, State
ଘାଟିରେ ଘରୋଇ ବସ୍ ଦୁର୍ଘଟଣାଗ୍ରସ୍ତ
77
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା): ମାଲକାନଗିରିରେ ବସ ଦୁର୍ଘଟଣା। ମାଲକାନଗିରି ଜିଲ୍ଲା ବିଜା ଘାଟିରେ ଶ୍ରମିକଙ୍କୁ ନେଇ ଆସୁଥିବା ଏକ ଘରୋଇ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ୨୦ରୁ ଅଧିକ ଶ୍ରମିକ ଆହତ ହୋଇଛନ୍ତି। ଆହତ ଶ୍ରମିକଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ବସରେ ୩୦ରୁ ଅଧିକ ଶ୍ରମିକ ଫସି ରହିଥିଲେ। ସ୍ଥାନୀୟ ଲୋକ, ପୋଲିସ ଓ ଅଗ୍ନିଶମବାହିନୀ ଟିମ ସହାୟତାରେ ବସରେ ଫସିଥିବା ଶ୍ରମିକଙ୍କୁ ଉଦ୍ଧାର କରିଯାଇଥିଲା। ବ୍ରେକ ଫେଲ ଯୋଗୁଁ ଗାଡିଟି ଦୁର୍ଘଟଣାଗ୍ରସ୍ତ ହୋଇଥିବା ଲୋକେ କହିଛନ୍ତି। ଶ୍ରୀ ବାଲାଜି ନାମକ ଏହି ଘରୋଇ ବସ ହାଇଦ୍ରାବାଦରୁ କଣ୍ଟାବାଞ୍ଜି ଆସୁଥିବାବେଳେ ଦୁର୍ଘଟଣା ଘଟିଥିଲା। ବସରେ ପ୍ରାୟ ୭୦ରୁ ଅଧିକ ଶ୍ରମିକ ଥିଲେ। ସମସ୍ତ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ଇଟାଭାଟିରେ କାର୍ଯ୍ୟ କରୁଥିବା ଶ୍ରମିକଙ୍କୁ ନେଇ ଏହି ବସ ଆସୁଥିଲା। ୩ଟି ଇଟାଭାଟିର ଶ୍ରମିକ ଏହି ବସରେ ଥିଲେ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!