Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚାଲିଗଲା ଦୁଇ ବାଇକ୍ ଆରୋହୀଙ୍କ ଜୀବନ

by ସଞ୍ଜୟ ସ୍ୱାଇଁ
June 2, 2025
in State
ଚାଲିଗଲା ଦୁଇ ବାଇକ୍ ଆରୋହୀଙ୍କ ଜୀବନ
52
VIEWS
Share on FacebookShare on Twitter

ସୁନ୍ଦରଗଡ଼, (ବାଘୁଆବାର୍ତ୍ତା): ଧକ୍କା ଦେଲା ଅଜଣା ଗାଡ଼ି । ଚାଲିଗଲା ଦୁଇ ଯୁବକଙ୍କ ଜୀବନ । ସୁନ୍ଦରଗଡ଼ ତଳସରା ଥାନା ବାଲିଶଙ୍କର ତେଇଶମାଇଲ୍ ନିକଟରେ ଘଟିଛି ଏହି ଦୁର୍ଘଟଣା । ମୃତ ଦୁଇ ଯୁବକ ହେଲେ ମାଳିଡିହି ଗାଁର ଅବିନାଶ ପ୍ରଧାନ ଓ ବିରଞ୍ଚି ପ୍ରଧାନ ବୋଲି ଜଣାପଡିଛି। ଖବର ଅନୁଯାୟୀ, ବିଳମ୍ବିତ ରାତିରେ ଅବିନାଶ ଓ ବିରଞ୍ଚି ନିଜ ବାଇକ୍ ଯୋଗେ କୌଣସି କାମରେ ଯାଉଥିଲେ । ଏହି ସମୟରେ ସୁନ୍ଦରଗଡ଼ରୁ ଛତିଶଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ବାଲିଶଙ୍କରା ତେଇଶ ମାଇଲ୍ ନିକଟରେ ଏକ ଅଜଣା ଗାଡ଼ି ଧକ୍କା ଦେଇଥିଲା । ଯାହାଫଳରେ ଦୁଇ ଜଣ ଯୁବକ ଛିଟ୍କି ପଡିଥିଲେ । ଦୁର୍ଘଟଣା ସଂପର୍କରେ ଖବର ପାଇ ତଳସରା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁଇ ଯୁବକଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଥିଲେ । ହେଲେ ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି । ସେପଟେ ତଳସରା ଥାନା ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି । ଏବେ ଯାଏଁ ଦୁର୍ଘଟଣା ଘଟାଇଥିବା ଗାଡ଼ି ସଂପର୍କରେ କୌଣସି ତଥ୍ୟ ମିଳିନାହିଁ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!