Wednesday, April 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହାଇଦ୍ରାବାଦରୁ ଆସିଲା ପୁଣି ୧୫ ଟନ ବିସ୍ଫୋରକ

by ସଞ୍ଜୟ ସ୍ୱାଇଁ
June 3, 2025
in State
ହାଇଦ୍ରାବାଦରୁ ଆସିଲା ପୁଣି ୧୫ ଟନ ବିସ୍ଫୋରକ
23
VIEWS
Share on FacebookShare on Twitter

ସୁନ୍ଦରଗଡ଼, (ବାଘୁଆବାର୍ତ୍ତା): ଗୋଦାମ ସିଲ୍, ମାଲିକ ଜେଲରେ ଏପଟେ ହାଇଦ୍ରାବାଦରୁ ଆସିଲା ପୁଣି ୧୫ ଟନ ବିସ୍ଫୋରକ । ଏବଂ ୩ ଲକ୍ଷ ମିଟର ତାର। ସୁନ୍ଦରଗଡ଼ ଇତମା ଖଡ଼ିଆପଡ଼ା ନିକଟ ବାରୁଦ କାରଖାନାକୁ ଗତ ୨୮ ତାରିଖରୁ ସିଲ୍ କରାଯାଇଥିବା ବେଳେ ଆଜି ପୁଣି ଏଠାକୁ ହାଇଦ୍ରାବାଦରୁ ଆସି ପହଞ୍ଚିଛି ଆହୁରି ବିସ୍ଫୋରକ । ଏକ ଟ୍ରକରେ ୨୫ କେଜିଆ ୬ ଶହ ପ୍ୟାକେଟ ଅର୍ଥାତ୍ ୧୫ ଟନ ବିସ୍ଫୋରକ ଏବଂ ୧୯୮ ଟି ପ୍ୟାକେଟରେ ୩ ଲକ୍ଷ ମିଟର ତାର ରହିଛି । ଟ୍ରକଟି ପହଞ୍ଚିଲା ପରେ ସବୁ ଗୋଦାମ ଗୃହ ସିଲ୍ ଥିବା ଏବଂ କେହି କର୍ମଚାରୀ ସେଠାରେ ନଥିବା ଦେଖିବାକୁ ପାଇଥିଲା ଟ୍ରକର ଚାଳକ । ଟ୍ରକ ଆସିବାର ସୂଚନା ପାଇ ବଡ଼ଗାଁ ଥାନା ପୋଲିସ ଆସି ସମସ୍ତ କାଗଜ ପତ୍ର ଯାଞ୍ଚ କରିଛି । ଗତ ୨୭ ତାରିଖ କେ ବଲାଙ୍ଗ ଥାନା ବାଙ୍କୋ ପଥର ଖଣି ନିକଟରୁ ୫ ଟନ ବିସ୍ଫୋରକ ଲୁଟ କରି ନେଇଥିଲେ ମାଓବାଦୀ । ସେହି ବିସ୍ଫୋରକ ଏହି ଇତମା ଗୋଦାମରୁ ଯାଇଥିବା ଜଣାପଡିଲା ପରେ ଗୋଦାମକୁ ସିଲ୍ କରି ତଦନ୍ତ ଜାରି ରଖିଛି ପୋଲିସ । ଦୁଇ ଦିନ ତଳେ ପୁଣି ରାଉରକେଲା ବାଲୁଘାଟ ଅଞ୍ଚଳରୁ ଆଉ ଏକ ମିନି ଟ୍ରକରେ ପ୍ରଚୁର ପରିମାଣର ବିସ୍ଫୋରକ ଏବଂ ଡେଟୋନେଟର ଜବତ ହୋଇଥିଲା । ଘଟଣାରେ ମାଲିକ ଶ୍ରବଣ ଅଗ୍ରୱାଲକୁ ପୋଲିସ ଅଟକ ରଖି ପଚରା ଉଚୁରା କରିବା ପରେ ଆଜି ତାକୁ ଗିରଫ କରାଯାଇଛି ।

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

April 22, 2026
ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!