Wednesday, April 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟ ଖାଉଟି କମିଶନ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

by ସଞ୍ଜୟ ସ୍ୱାଇଁ
June 3, 2025
in State
ରାଜ୍ୟ ଖାଉଟି କମିଶନ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ
9
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ରାଜ୍ୟ ଖାଉଟି କମିଶନ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ। ମଙ୍ଗଳବାର ପୂର୍ବାହ୍ନ ୧୨ଟାରେ ଅଗ୍ନିକାଣ୍ଡ ଘଟିଛି। କାର୍ଯ୍ୟାଳୟର ବହୁ ଗୁରୁତ୍ଵପୂର୍ଣ୍ଣ କାଗଜପତ୍ର ଜଳି ଯାଇଛି। ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ସୂଚନାନୁଯାୟୀ, ମଙ୍ଗଳବାର ପୂର୍ବାହ୍ନ ୧୨ଟାରେ ରାଜ୍ୟ ଖାଉଟି କମିଶନ କାର୍ଯ୍ୟାଳୟରେ ନିଆଁ ଲାଗି ଯାଇଥିଲା। ଦେଖୁ ଦେଖୁ ପୁରା କାର୍ଯ୍ୟାଳୟରେ ନିଆଁ ବ୍ୟାପି ଯାଇଥିଲା। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ପ୍ରାୟ ଅଧ ଘଣ୍ଟାର ଉଦ୍ୟମ ପରେ ନିଆଁ ଆୟତ୍ତକୁ ଆସିଛି। ତେବେ କାର୍ଯ୍ୟାଳୟର ବହୁ ଗୁରୁତ୍ଵପୂର୍ଣ୍ଣ କାଗଜପତ୍ର ଜଳି ଯାଇଛି। ସର୍ଟ ସର୍କିଟ୍ରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ପ୍ରକାଶ ଥାଉକି, ଏହି କାର୍ଯ୍ୟାଳୟରେ ଦୀର୍ଘ ଦିନ ଧରି ବିଦ୍ୟୁତ୍ ସରଞ୍ଜାମ ରକ୍ଷଣାବେକ୍ଷଣ କାମ କରାଯାଉନଥିଲା। ଏନେଇ କାର୍ଯ୍ୟାଳୟ ପକ୍ଷରୁ ବହୁବାର ବିଦ୍ୟୁତ୍ ବିଭାଗକୁ ଚିଠି ଲେଖାଯାଇଥିଲା, କିନ୍ତୁ ଏଥିପ୍ରତି କେହି ଗୁରୁତ୍ଵ ଦେଇନଥିଲେ। ଯେଉଁଥିପାଇଁ ଆଜି ଅଗ୍ନିକାଣ୍ଡ ଘଟିଥିବା କାର୍ଯ୍ୟାଳୟ ପକ୍ଷରୁ କୁହାଯାଉଛି।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!