Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ଲକରେ ଖୋଲିବ ମିଶନଶକ୍ତି କାର୍ଯ୍ୟାଳୟ

by ସଞ୍ଜୟ ସ୍ୱାଇଁ
March 13, 2021
in Planning and Development, State
ବ୍ଲକରେ ଖୋଲିବ ମିଶନଶକ୍ତି କାର୍ଯ୍ୟାଳୟ
817
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ମିଶନଶକ୍ତିର ଖୋଲିବ ସ୍ୱତନ୍ତ୍ର କାର୍ଯ୍ୟାଳୟ । ଏଥିପାଇଁ ପ୍ରତି କାର୍ଯ୍ୟାଳୟ ନିର୍ମାଣ ପାଇଁ ଖର୍ଚ୍ଚ ହେବ ୫୦ଲକ୍ଷ ଟଙ୍କା । ଏନେଇ ଆଜି ମହିଳା, ଶିଶୁ ବିକାଶ ଓ ମିଶନଶକ୍ତି ମନ୍ତ୍ରୀ ଟୁକୁନୀ ସାହୁ ପ୍ରକାଶ କରିଛନ୍ତି । ରାଜ୍ୟର ପ୍ରତି ବ୍ଲକରେ ମିଶନଶକ୍ତି କାର୍ଯ୍ୟାଳୟର ସ୍ୱତନ୍ତ୍ର ଗୃହ ନିର୍ମାଣ କରାଯିବ । ତତସହିତ ମିଶନଶକ୍ତି ମାଧ୍ୟମରେ ରାଜ୍ୟର ମହିଳାମାନଙ୍କ ବିକାଶ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ଯୋଜନା କରିଛନ୍ତି । ମିଶନଶକ୍ତିରେ ରାଜ୍ୟ ସରକାର ରାଜ୍ୟରେ ୬ଲକ୍ଷ ୨ହଜାର ୧୩ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଗଠନ କରି ୭୦ଲକ୍ଷ ୧୦ଜଣ ମହିଳାଙ୍କୁ ସଂପୃକ୍ତି କରିଛନ୍ତି । ସିଡମନି ନିମନ୍ତେ ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ୧୫ହଜାର ଓ ଡିଜିଟାଲ ସଶକ୍ତିକରଣ ପାଇଁ ୩ହଜାର ଟଙ୍କା ଦିଆଯାଇଛି । ସେହିପରି ୩୩୮ଟି ମହାସଂଘକୁ ୨୫ଲକ୍ଷ ଟଙ୍କା ଦିଆଯିବା ସହିତ ମିଶନଶକ୍ତି ଋଣ ମଧ୍ୟ ଦିଆଯାଇଛି । ତେବେ ଚଳିତ ବର୍ଷ ୨ଲକ୍ଷ ୨୪ହଜାର ୬୨୮ଟି ସ୍ୱୟଂ ସହାୟକ ଗୋଷ୍ଠୀକୁ ୩ହଜାର ୭୮୯କୋଟି ୯୦ଲକ୍ଷ ଟଙ୍କା ଋଣ ପ୍ରଦାନ କରାଯାଇଛି ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!