Sunday, August 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରଫେସରଙ୍କ ଗୁଳି ମାଡ଼ରେ ଜଣେ ଗୁରୁତର

by ସଞ୍ଜୟ ସ୍ୱାଇଁ
March 13, 2021
in Crime, State
ପ୍ରଫେସରଙ୍କ ଗୁଳି ମାଡ଼ରେ ଜଣେ ଗୁରୁତର
281
VIEWS
Share on FacebookShare on Twitter

ବାଲେଶ୍ୱର,(ବାଘୁଆବାର୍ତ୍ତା): ବାଲେଶ୍ୱର ଗଡ଼ଗଡ଼ିଆ ଛକରେ ଗାଡ଼ି ପାର୍କିଂକୁ ନେଇ ବଚସା ହେବାରୁ ଗୁଳିମାଡ଼ ହୋଇଛି । ଗଡ଼ଗଡ଼ିଆ ଛକରେ ଥିବା ସଞ୍ଜୟ ହାଇଟସ୍ ଆପାର୍ଟମେଣ୍ଟ ନିକଟରେ ହୋଇଛି ଗୁଳୀମାଡ଼ । ଆନନ୍ଦ ସିଂ ଗୁରୁତର ହୋଇ କଟକ ସ୍ଥାନନ୍ତରିତ ହୋଇଛନ୍ତି । ସୂଚନାନୁସାରେ, ଅବସରପ୍ରାପ୍ତ ପ୍ରଫେସର ଲକ୍ଷ୍ମଣ ବେହେରା ଓ ଆନନ୍ଦ ସିଂଙ୍କ ମଧ୍ୟରେ ଗାଡ଼ି ପାର୍କିଂକୁ ନେଇ ବଚସା ହୋଇଥିଲା । ଏହି ସମୟରେ ପ୍ରଫେସର ଅଚାନକ ଗୁଳି ଚାଳନା କରିଥିଲେ । ପୁଲିସ ଘଟଣାସ୍ଥଲରେ ପହଞ୍ôଚ ଅବସରପ୍ରାପ୍ତ ପ୍ରଫେସରକୁ ଅଟକ ରଖିଥିବା ଜଣାପଡିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!